ଠେଲାପେଲାରେ କଂଗ୍ରେସ ସଭାପତି ଭକ୍ତ ଦାସ ଆହତ: ଅଣନିଶ୍ୱାସୀ ହୋଇ…

ଭୁବନେଶ୍ୱର,୧୮।୨: ଓଡ଼ିଶା କଂଗ୍ରେସ ସଭାପତି ଭକ୍ତ ଦାସ ଆହତ ହୋଇଛନ୍ତି। ଅଣନିଶ୍ୱାସୀ ହେବା ସହ ଡାହାଣ ହାତରେ ଆଘାତ ଲାଗିଛି। କିଛି ସମୟ ପାଇଁ ଭକ୍ତ ଦାସ ଆମ୍ବୁଲାନ୍ସରେ ଭର୍ତ୍ତି ହୋଇଛନ୍ତି। ଶିଶୁଭବନ ଛକ ଆସିବାବେଳେ ଠେଲାପେଲାରେ ଏଭଳି ଘଟଣା ଘଟିଛି ।

 

ମଙ୍ଗଳବାର ପିସିସି ସଭାପତି ଓଡ଼ିଶାରେ ପହଞ୍ଚିଥିଲେ। ବିମାନ ବନ୍ଦରରେ ତାଙ୍କୁ ସ୍ବାଗତ କରିବାକୁ ଦଳୀୟ କର୍ମକର୍ତ୍ତାଙ୍କ ଭିଡ ଲାଗିଥିଲା। ଭକ୍ତଙ୍କ ଲାଗି ସୁରରାଉତ ରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ନାଚୁଥିବା ମଧ୍ୟ ଦେଖିବାକୁ ମିଳିଥିଲା। ସ୍ବାଗତ ସମ୍ବର୍ଦ୍ଧନା ଲାଗି ଜୋରଦାର ପ୍ରସ୍ତୁତି ବେଳେ ଜାତୀୟ କଂଗ୍ରେସ ନାରାରେ ପୁରା ଅଞ୍ଚଳ କମ୍ପୁଥିଲା। ଭକ୍ତ ମଧ୍ୟ ତାଙ୍କ ପ୍ରତିକ୍ରିୟା ଦେଇ କହିଥିଲେ ପରିବର୍ତ୍ତନ ହେବା । ଆମେ ସମସ୍ତେ ଓଡ଼ିଶାର ବିକାଶ ଲାଗି କାମ କରିବୁ। ମାତ୍ର ଏହାର କିଛି ସମୟପରେ ପଦଯାତ୍ରାରେ ଏଭଳି କାଣ୍ଡ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri