Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ: ରାହୁଲ, ସୋନିଆ ଦେଲେ ଭୋଟ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ମତଦାନ ଚାଲିଛି। ୨୨ ବର୍ଷ ପରେ ଅନୁଷ୍ଠିତ ହେଉଥିବା ଅଧ୍ୟକ୍ଷ ନିର୍ବାଚନରେ ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଶଶୀ ଥରୁର ମୁହାଁମୁହିଁ ହୋଇଛନ୍ତି। ଏହି ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି କଂଗ୍ରେର ବର୍ତ୍ତମାନର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ରାହୁଲ ଭାରତ ଯୋଡ଼ୋ ଯାତ୍ରା ଶିବିରରେ ମତଦାନ କରିଥିଲେ। ସେହିପରି ମତଦାନ ସାବ୍ୟସ୍ତ କରିବା ପରେ କହିଛନ୍ତି,ଦୀର୍ଘ ସମୟ ହେବ ଏହି ଦିନକୁ ଅପେକ୍ଷା କରିଥିଲି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ମତଦାନ କରିଥିଲେ।
ସୂଚନାଯୋଗ୍ୟ, ଦଳର ମୁଖ୍ୟ ଚୟନ କରିବାକୁ ୯,୦୦୦ରୁ ଅଧିକ ପ୍ରଦେଶ କଂଗ୍ରେସ କମିଟି (ପିସିସି) ପ୍ରତିନିଧି ଏକ ଗୁପ୍ତ ମତଦାନରେ ଭୋଟ ଦେବେ। ଦଳର ୧୩୭ ବର୍ଷର ଇତିହାସରେ ଷଷ୍ଠ ଥର ପାଇଁ ଏଆଇସିସି ମୁଖ୍ୟାଳୟ ଏବଂ ଦେଶର ୬୮ଟି ମତଦାନ କେନ୍ଦ୍ରରେ ମତଦାନ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri