Posted inଜାତୀୟ

ରାହୁଲ ଗାନ୍ଧୀଙ୍କୁ ସଂସଦରୁ ଦୂରେଇ ରଖିବା ପାଇଁ କରାଯାଉଛି ପ୍ରୟାସ: ଖାର୍ଗେ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ କଂଗେସ ନେତା ରାହୁଲ ଗାନ୍ଧୀଙ୍କୁ କୋର୍ଟ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାକୁ ନେଇ ବର୍ତ୍ତମାନ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀଙ୍କୁ ସଂସଦରୁ ଦୂରେଇ ରଖିବା ପାଇଁ ପ୍ରୟାସ କରାଯାଉଛି, କାରଣ ସେ ସଂସଦରେ ସବୁ ସତ କଥା କୁହନ୍ତି। ଖାର୍ଗେ ଆହୁରି କହିଛନ୍ତି କି, ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସରକାରଙ୍କୁ ପ୍ରଶ୍ନ ପଚାରବା କେବେ ବନ୍ଦ କରିବେ ନାହିଁ।

ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୀବନୀ ଉପରେ ଆଧାରିତ ଏକ ପୁସ୍ତକ ‘ମାଟି କେ ଲାଲ’ ରିଲିଜ୍‌ ଅବସରରେ ଖାର୍ଗେ କହିଛନ୍ତି, ଗୁଜରାଟରେ ରାହୁଲ ଜୀଙ୍କୁ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ବିରୋଧରେ ଆମେ ଉଚ୍ଚ ନ୍ୟାୟାଳୟରେ ଆବେଦନ କରିବୁ, ନା ଆମେ ଡରିବୁ ନା ପଛକୁ ହଟିବୁ। ଆମେ ସବୁ ପରିସ୍ଥିତିରେ ସରକାରଙ୍କ କୁକର୍ମର ଫର୍ଦ୍ଦାଫାସ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri