Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୨୨।୯: କଂଗ୍ରେସ ଅଧ୍ୟକ୍ଷ ପଦବୀ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳର ବରିଷ୍ଠ ନେତା ମଧୁସୂଦନ ମିସ୍ତ୍ରୀଙ୍କ ନେତୃତ୍ୱରେ କେନ୍ଦ୍ରୀୟ ନିର୍ବାଚନ ପ୍ରାଧିକରଣ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଛି।
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ, ବିଜ୍ଞପ୍ତି ପ୍ରକାଶ ପାଇବା ପରେ ୨୪ ସେପ୍ଟେମ୍ବରରୁ ୩୦ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ। ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଅକ୍ଟୋବର ୮। ଗୋଟିଏରୁ ଅଧିକ ପ୍ରାର୍ଥୀ ହେଲେ ଅକ୍ଟୋବର ୧୭ରେ ଭୋଟ ଗ୍ରହଣ କରାଯିବ ଏବଂ ଅକ୍ଟୋବର ୧୯ରେ ଫଳାଫଳ ଘୋଷଣା କରାଯିବ।
ସୂଚନାଯୋଗ୍ୟ, କଂଗ୍ରେସ ଅଧ୍ୟକ୍ଷ ରେସ୍‌ରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଆଗରେ ଅଛନ୍ତି। ଦଳର ବରିଷ୍ଠ ନେତା ଶଶି ଥରୁର ମଧ୍ୟ ଏହି ରେସ୍‌ରେ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୀଡ଼ିତାଙ୍କୁ ୨୦୦ ଥର ଫୋନ କରିଥିଲେ ଚିନ୍ମୟାନନ୍ଦ

ଶାହଜାହାନପୁର,୨୧ା୯: ଆଇନ ଛାତ୍ରୀଙ୍କ ସହ ଫୋନ୍‌ରେ କଥା ହୋଇଥିବା ଓ ଚାଟିଂ କରିଥିବା ଭାଜପା ନେତା ଚିନ୍ମୟାନନ୍ଦ ଗିରଫ ହେବା ପରେ ସ୍ବୀକାର କରିଛନ୍ତି। ଏଭଳି...

୨ରୁ ୮ବର୍ଷର ପିଲାଙ୍କ ଉପରେ କୋଭାକ୍ସିନ ଟ୍ରାଏଲ ଆରମ୍ଭ

ପାଟନା,୨୮।୫: ବିହାର ସମେତ ପୁରା ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ପ୍ରତିଦିନ ହଜାର ହଜାର ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ...

ଫେବୃୟାରୀ ୧୯ରେ ରାମମନ୍ଦିର ଟ୍ରଷ୍ଟର ପ୍ରଥମ ବୈଠକ: ହୋଇପାରେ ନିର୍ମାଣ କାର୍ଯ୍ୟ ଆରମ୍ଭ ତାରିଖ ଘୋଷଣା

ନୂଆଦିଲ୍ଲୀ,୯।୨: ଫେବୃୟାରୀ ୧୯ରେ ରାମମନ୍ଦିର ନିର୍ମାଣ ଲାଗି ଗଠନ ହୋଇଥିବା ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପ୍ରଥମ ବୈଠକ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି।...

ସନ୍ଧ୍ୟା ୭ଟାରେ ସ୍ୱରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିବ ଭାରତୀୟ କୃଷକ ସଙ୍ଗଠନ

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ମଙ୍ଗଳବାର ସାରା ଦେଶରେ ବନ୍ଦ ଡାକରା ଦିଆଯାଇଥିଲା । ଗତ ୧୨ ଦିନ ହେବ ଦିଲ୍ଲୀ...

ପୁଣି ୩ ବିଦେଶ ଫେରନ୍ତା ଓମିକ୍ରନ୍‌ ସଂକ୍ରମିତ, ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୮…

ଅହମଦାବାଦ, ୧୯।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଗୁଜୁରାଟରେ ୩ ଜଣ ବିଦେଶ ଫେରନ୍ତାଙ୍କଠାରେ ଓମିକ୍ରନ ଚିହ୍ନଟ...

ଜେଲ୍‌ରୁ ମୁକୁଳିବା ପରେ ହସ୍ପିଟାଲ ଗଲେ ନବନୀତ

ମୁମ୍ବାଇ,୫।୫: ହନୁମାନ ଚାଳିଶା ବିବାଦକୁ ନେଇ ଗିରଫ ହୋଇଥିବା ଅମରାବତୀର ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଦୀର୍ଘ ୧୨ ଦିନ ପରେ ଗୁରୁବାର ଜେଲ୍‌ରୁ ମୁକୁଳିଛନ୍ତି।...

ମୁଖ୍ୟମନ୍ତ୍ରୀ ନୀତିଶଙ୍କ ସଭାରେ ବିସ୍ଫୋରଣ…

ନାଳନ୍ଦା, ୧୨।୪ : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଏକ ସଭାରେ ବିସ୍ଫୋରଣ ଘଟିଛି। ମୁଖ୍ୟମନ୍ତ୍ରୀଙ୍କଠାରୁ ୧୫ରୁ ୧୮ ଫୁଟ ଦୂରରେ ଏହି ବିସ୍ଫୋରଣ ଘଟିଛି।...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୧.୩୧ ଲକ୍ଷରୁ ଅଧିକ ସଂକ୍ରମିତ,୮୦୨ ମୃତ

ନୂଆଦିଲ୍ଲୀ,୧୦।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ...

Advertisement
Archives

Model This Week