ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣା: ସନ୍ତୋଷ ସିଂ ସାଲୁଜା ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୨।୬: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାକୁ ନେଇ ରାଜନୀତି ମହଲରେ ଚର୍ଚ୍ଚା ହେଉଛି। କିଏ କାହିଁକି ଏଭଳି କାଣ୍ଡ କରିଛି, ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏହି ସମୟରେ ପିସିସି ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ବିଶୃଙ୍ଖଳାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। କିଏ ଓ କାହିଁକି କାଳିମାଡ଼ କଲା ଚିହ୍ନଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ଏବଂ କାହା ଇଙ୍ଗିତରେ ଏପରି ଘଟଣା ଘଟିଛି ତାହାର ତଦନ୍ତ ହେବ।

କାଳିମାଡ଼କୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ରଖି କହିଥିଲେ, ଏହା ମୋ ପାଇଁ ନୂଆ ନୁହେଁ, ମୁଁ ଦବିଯିବିନି। ପୂର୍ବଥର ପିସିସି ସଭାପତି ଥିବା ବେଳେ ଅଣ୍ଡା, ପଥର ମାଡ଼ ହୋଇଥିଲା। ଏସବୁ ନେଇ ମୁଁ ବ୍ୟଥିତ ନୁହେଁ କି ଦବି ଯିବାର ପ୍ରଶ୍ନ ଉଠୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨ ପଞ୍ଚାୟତରେ ୫୭ ଜାଲ୍‌ ଭତ୍ତା ହିତାଧିକାରୀ

ନୂଆଗାଁ,୧୮।୭(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଭତ୍ତା ପ୍ରଦାନରେ ଅନିୟମିତତା ଅଭିଯୋଗ ପରେ ନୟାଗଡ଼ ଉପ ଜିଲାପାଳଙ୍କ ଦ୍ୱାରା ୩ ଜଣିଆ କମିଟି ଗଠନ କରାଯାଇ...

ଓଡ଼ିଆ ସିନେମା ଶିଳ୍ପର ଭାଗ୍ୟ ବଦଳିବା ଆଶା

ଭୁବନେଶ୍ୱର,୧୮ା୭(ଶର୍ମିଷ୍ଠା ପାଣିଗ୍ରାହୀ)ସମସ୍ୟା, ବିବାଦରେ ଫସି ରହିଥିବା ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ସ୍ଥିତି ଧୀରେ ଧୀରେ ସୁଧୁରିବାରେ ଲାଗିଛି। ବିଶେଷକରି ନୂଆ ସରକାର ଆସିବା ପରେ ଓଲିଉଡ୍‌...

୫ ନୁହେଁ, ୨୫ ବର୍ଷ ପର୍ଯ୍ୟନ୍ତ ଶାସନ କରିବ ଭାଜପା: ଉସେଣ୍ଡି

ଭୁବନେଶ୍ୱର, ୧୮।୭(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆସନ୍ତା ୧୯ ଏବଂ ୨୦ ତାରିଖରେ ଅନୁଷ୍ଠିତ ହେବ। ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି....

ଦେବେ ଯଦି ଦେବେ, ନ ଦେଲେ ନାହିଁ: ବାହିନୀପତି

ଜୟପୁର, ୧୮ା୭(ପବନ ପାଣିଗ୍ରାହୀ)କଂଗ୍ରେସ ଦଳରେ ବିଧାୟକ ଦଳ ନେତାଙ୍କ ନାମ ଏଯାଏ ଘୋଷଣା ହୋଇନାହିଁ। ଏନେଇ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଭୁବନେଶ୍ୱରରେ...

ତୈଳଭଣ୍ଡାର ପ୍ରକଳ୍ପ ଆଶା ଉଜ୍ଜୀବିତ

ଯାଜପୁର,୧୮ା୭ (ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ତଳେ ଦେଶର ଚତୁର୍ଥ ସର୍ବବୃହତ୍‌ ଚଣ୍ଡିଖୋଲ ଭୂତଳ ତୈଳ ସଂରକ୍ଷଣ ଭଣ୍ଡାର ପ୍ରତିଷ୍ଠା...

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୮ା୭(ଅନିଲ ଦାସ): ଲୋକସେବା ଭବନରେ ଗୁରୁବାର ପୂର୍ବାହ୍ନ ୯ଟା ୩୦ ମିନିଟ୍‌ରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ...

ସର୍ବନିମ୍ନସ୍ତରକୁ ଖସିଲା ଇନ୍ଦ୍ରାବତୀ ଜଳଭଣ୍ଡାର

ଭବାନୀପାଟଣା,୧୮ା୭(ଉତ୍ତମ କୁମାର ଦାଶ)ଚଳିତବର୍ଷ ପର୍ଯ୍ୟାପ୍ତ ପରିମାଣରେ ବର୍ଷା ନ ହେବା ଯୋଗୁ କଳାହାଣ୍ଡି ଜିଲାର ଲାଇଫ୍‌ଲାଇନ (ଜୀବନରେଖା) କୁହାଯାଉଥିବା ଇନ୍ଦ୍ରାବତୀ ଜଳଭଣ୍ଡାର ଜଳସ୍ତର ସର୍ବନିମ୍ନ ସ୍ତରରେ...

୪ ମାସ ପାଇଁ ଶୟନ ଗଲେ ମହାପ୍ରଭୁ

ପୁରୀ,୧୮ା୭(ଅଜିତ୍‌ କୁମାର ମହାନ୍ତି)ଆଷାଢ଼ ଶୁକ୍ଳପକ୍ଷ ଏକାଦଶୀ ତିଥି ଅବସରରେ ବୁଧବାର ହରିଶୟନ ଏକାଦଶୀ ନୀତି ସମ୍ପନ୍ନ ହୋଇଛି। ପୌରାଣିକ କଥାବସ୍ତୁ ଅନୁଯାୟୀ ଏହି ଦିନଠାରୁ ଦୀର୍ଘ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri