Posted inଜାତୀୟ

‘ଦେଶରେ କେବଳ ପ୍ରଧାନମନ୍ତ୍ରୀ, ଅରବପତି ବ୍ୟବସାୟୀଙ୍କୁ ଛାଡି କେହି ସୁରକ୍ଷିତ ନାହାନ୍ତି’

ବାରାଣସୀ,୧୦।୧୦: ଉତ୍ତର ପ୍ରଦେଶର ବାରାଣସୀରେ ଆୟୋଜିତ କିସାନ ନ୍ୟାୟ ସମାବେଶରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେନ୍ଦ୍ର ତଥା ରାଜ୍ୟରେ ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦୁର୍ଗା ମନ୍ତ୍ର ସହିତ ଭାଷଣ ଆରମ୍ଭ କରି ପ୍ରିୟଙ୍କା ଲଖିମପୁର ଘଟଣା, କୃଷି ଆଇନ, ମୁଦ୍ରାସ୍ଫୀତି ଏବଂ ଅନ୍ୟାନ୍ୟ ପ୍ରସଙ୍ଗରେ ସରକାରଙ୍କ ବିରୋଧରେ ପ୍ରାୟ ଅଧ ଘଣ୍ଟା ଭାଷଣ ଦେଇଥିଲେ। ସେ ମୋଦି-ଯୋଗୀଙ୍କ ସରକାର ବିରୋଧରେ ଅନେକ ଅଭିଯୋଗ ମଧ୍ୟ କରିଛନ୍ତି। ଏହି ଦେଶରେ ପ୍ରଧାନମନ୍ତ୍ରୀ, ଭାଜପା ଏବଂ ସେମାନଙ୍କ ଶାସକ ଶ୍ରେଣୀ ସାଙ୍ଗମାନେ ସୁରକ୍ଷିତ ଅଛନ୍ତି। ଯେବେ ବି ମୁଁ ଲୋକଙ୍କ ନିକଟକୁ ଯାଇ କଥା ହୁଏ, ସେତେବେଳେ ଗୋଟିଏ କଥା ସାମ୍ନାକୁ ଆସେ, ଏହାଠାରେ କିଛି ନାହିଁ। ରୋଜଗାର ନାହିଁ, କୃଷକଙ୍କ ଯନ୍ତ୍ରଣା କହିଲେ ନ ସରେ, ମହିଳା ସୁରକ୍ଷିତ ନାହାନ୍ତି, ଦଳିତ ଭୟଭୀତ କିନ୍ତୁ ଗଣାମାଧ୍ୟମରେ ସବୁ ସୁରକ୍ଷିତ ଚାଲିଥିବା କୁହାଯାଏ। ଏହି ଦେଶରେ କେବଳ ୨ ପ୍ରକାର ଲୋକ ସୁରକ୍ଷିତ ଗୋଟିଏ ହେଉଛି ଭାଜପା ଏବଂ ଦ୍ୱିତୀୟଟି ହେଉଛି ସେମାନଙ୍କ ବନ୍ଧୁ କୋଟିପତି ବ୍ୟବସାୟୀ।
କୃଷକଙ୍କ ଆନ୍ଦୋଳନ ସମ୍ପର୍କରେ ପ୍ରିୟଙ୍କା କହିଛନ୍ତି ଯେ ଏତେ ଦିନ ମଧ୍ୟରେ ଏପର୍ଯ୍ୟନ୍ତ ୬୦୦ କୃଷକଙ୍କ ମୃତ୍ୟୁ ଘଟିଛି। ତଥାପି ଆନ୍ଦୋଳନ ଜାରି ରହିଛି କାରଣ କୃଷକମାନେ ଜାଣନ୍ତି ଯେ ଆମର ଫସଲର ମୂଲ୍ୟ ଠିକ ହେବ ନାହିଁ । ସେମାନେ ଜାଣନ୍ତି ଯେ କୃଷି ନିୟମ ସହିତ ସବୁକିଛି ପୁଞ୍ଜିପତିଙ୍କ ହାତକୁ ଯିବ । ପ୍ରଧାନମନ୍ତ୍ରୀ ମୋଦି ଆନ୍ଦୋଳନକାରୀ କୃଷକ ଆତଙ୍କବାଦୀ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri