ସାଲେପୁରକୁ ଏନ୍‌ଏସି ଘୋଷଣା ବାଦ୍‌ ପ୍ରତିବାଦରେ ତାତିଲା କଂଗ୍ରେସ, ତହସିଲ କାର୍ଯ୍ୟାଳୟ ସମ୍ମୁଖରେ…

ସାଲେପୁର,୨୫ା୮(ଅରବିନ୍ଦ ଭୂୟାଁ): ସାଲେପୁରକୁ ଏନ୍‌ଏସି ଘୋଷଣାରୁ ବାଦ୍‌ ଦେବା ପ୍ରତିବାଦରେ ସୋମବାର ତାତିଛି କଂଗ୍ରେସ। ଦଳ ପକ୍ଷରୁ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଂଗ୍ରେସ ନେତା ଆକ୍ୟୁବ୍‌ ଖାଁଙ୍କ ନେତୃତ୍ୱରେ ମଧୁମଣ୍ଡପ ପାଖରୁ ଏକ ରାଲି ବାହାରି ସାଲେପୁର ବଜାର ପରିକ୍ରମା କରି ସାଲେପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

କଟକ ଜିଲା କଂଗ୍ରେସ କମିଟି ସଂଯୋଜକ ପ୍ରଦୀପ୍ତ କୁମାର ଦାସଙ୍କ ସମେତ ବହୁ କର୍ମୀ ଏହି ବିକ୍ଷୋଭରେ ସାମିଲ ହୋଇ ରାଜ୍ୟ ସରକାର ଓ ବିଜେଡି ଦଳ ଉପରେ ନାରାବାଜି ଦେଇଥିଲେ। ଏହା ପରେ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ପରିବେଶ ସୌନ୍ଦର୍ଯ୍ୟ ବଢାଇବାକୁ ପ୍ରୟାସ: କେସିଙ୍ଗା ଏନଏସି ପକ୍ଷରୁ…

କେସିଙ୍ଗା,୬।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ବିଶ୍ୱ ପରିବେଶ ଦିବସ ଡୁମେର ମୁଣ୍ଡାସ୍ଥିତ ଏମସିସି କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପରିବେଶ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri