Posted inଜାତୀୟ

ପାର୍ଲାମେଣ୍ଟରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ କଂଗ୍ରେସ ରାଲିକୁ ଅଟକାଇଲା ପୋଲିସ

ନୂଆଦିଲ୍ଲୀ,୫ ।୮: ଦେଶରେ ଦରଦାମ ବୃଦ୍ଧିକୁ ନେଇ କଂଗ୍ରେସର ବିରୋଧ ପ୍ରଦର୍ଶନ ଜାରି ରହିଛି । ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ଅନ୍ୟ କେତେଜଣ କଂଗ୍ରେସ ନେତା କଳା କପଡାରେ ନଜର ଆସିଛନ୍ତି । ବିରୋଧ ପ୍ରଦର୍ଶନ ପାଇଁ ସେଠାରେ ବହୁ ସଂଖ୍ୟାରେ କଂଗ୍ରେସ କର୍ମୀ ପହଞ୍ଚିଛନ୍ତି । କଂଗ୍ରେସ ନେତା ରାଜୀବ ଶୁକ୍ଳା କହିଛନ୍ତି, ଆମେ ଗିରଫ ହେବାକୁ ପ୍ରସ୍ତୁତ ଅଛୁ । ଆମର ରାଲି ରାଷ୍ଟ୍ରପତି ଭବନରୁ ପ୍ରଧାନମନ୍ତ୍ରୀଙ୍କ ନିବାସ ପର୍ଯ୍ୟନ୍ତ ଯିବ । ହେଲେ ଏହି ରାଲିକୁ ଦିଲ୍ଲୀ ପୋଲିସ ଅଟକାଇ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri