୯ ଦଫା ଦାବିରେ କଂଗ୍ରେସର ପ୍ରତିବାଦ

ଚାନ୍ଦବାଲି,୩୧ା୮(ଅଶୋକ ପଣ୍ଡା): ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଗୁରୁବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ କଂଗ୍ରେସ ପକ୍ଷରୁ ୯ ଦଫା ଦାବି ନେଇ ଚାନ୍ଦବାଲି ସହର ପରିକ୍ରମା କରିବା ସହ ବ୍ଲକ କାର୍ଯ୍ୟାଳୟ ଆଗରେ ଏକ ପ୍ରତିବାଦ ସଭା କରାଯାଇଛି। ଏହି ପ୍ରତିବାଦ ସଭାରେ ବ୍ଲକ କଂଗ୍ରେସ ଓ ଜିଲା କଂଗ୍ରେସର ବହୁ ଛାମୁଆ ନେତାମାନେ ଯୋଗଦେଇ ବ୍ଲକ ଅଫିସଗୁଡ଼ିକରେ ପିସି କାରବାର, ଆବାସ ଯୋଜନାରେ ଦୁର୍ନୀତି, ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ନାରୀ ନିର୍ଯାତନା, ଚାଷୀ ମାରଣ ନୀତି, ଟାଟା କମ୍ପାନୀର ଖାଉଟି ବିରୋଧ ଓ ବିଜୁଳି ନୀତି ବିରୋଧରେ ଶତାଧିକ କଂଗ୍ରେସ କର୍ମୀ ବ୍ଲକ ଘେରାଉ କରି ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ। କଂଗ୍ରେସ କର୍ମୀମାନେ ବ୍ଲକ କାର୍ଯ୍ୟାଳୟ ପରିସରକୁ ଧସେଇ ପସିବା ବେଳେ ପୋଲିସ ଓ କର୍ମୀଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?