ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପ୍ରବେଶ ପଥରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ବର,୧।୧୨(ବ୍ୟୁରୋ): ଗୃହକୁ ପ୍ରବେଶ ପୂର୍ବରୁ ବିରୋଧୀଙ୍କ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି। ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ପ୍ରବେଶ ପଥରେ କଂଗ୍ରେସ ବିକ୍ଷୋଭ ପଦର୍ଶନ କରିଛି । ମମିତାଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଧାନସଭା ପ୍ରବେଶ ଦ୍ୱାରରେ କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି ।

ହାତରେ ପ୍ଲାକାର୍ଡ ଧରି ଧାରଣାରେ ବିଧାୟକ ବସିଛନ୍ତି । ଗୃହକୁ ମନ୍ତ୍ରୀ ପ୍ରବେଶ କଲେ ପବିତ୍ର ଗୃହ ଅପବିତ୍ର ହେବ ବୋଲି କଂଗ୍ରେସ ବିଧାୟକମାନେ କହିଛନ୍ତି । ତେବେ ଏହି ଧାରଣାରେ ବିଧାୟକ ସୁରେଶ ରାଉତରାୟ, ତାରାପ୍ରସାଦ ବାହିନୀପତି , ସନ୍ତୋଷ ସିଂ ସାଲୁଜା, ଅଧିରାଜ ପାଣିଗ୍ରାହୀ ତଥା ଅନ୍ୟ ବିଧାୟକ ପ୍ରବେଶ ଦ୍ବାରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବିଧାନସଭାର ୨ଟି ପ୍ରବେଶ ପଥ ବନ୍ଦ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri