ଇଡିର ଜେରା ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

କୋକସରା,୨୦।୬(ଡି.ଏନ.ଏ): ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି ପଚରାଉଚରା କରୁଛି। ଏହାକୁ ବିରୋଧ କରି ସୋମବାର କୋକସରା କଂଗ୍ରେସ କମିଟି ପକ୍ଷରୁ ମୁଖ୍ୟ ପୋଷ୍ଟ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

ବ୍ଲକ କଂଗ୍ରେସ ସଭାପତି ଘନଶ୍ୟାମ ଜାଲଙ୍କ ନେତୃତ୍ୱରେ ଓବିସି ସେଲ୍‌ ଜିଲା ସଭାପତି ଲିଙ୍ଗରାଜ ବେହେରା, ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ବେନୁପାଣି ଦୁର୍ଗା, ଛାତ୍ର କଂଗ୍ରେସ ବ୍ଲକ ସଭାପତି ସୁଜିତ ସରାଫଙ୍କ ସହ ବରିଷ୍ଠ କର୍ମକର୍ତ୍ତା ଏକ ଶୋଭାଯାତ୍ରାରେ ବାହାରି ଡାକଘର ସମ୍ମୁଖରେ ପହଞ୍ଚି ପ୍ରତିବାଦ ଜଣାଇଥିଲେ। ରାଜନୈତିକ ଉଦ୍ଦେଶ୍ୟ ରଖି କେନ୍ଦ୍ର ସରକାର କ୍ଷମତାର ଅପବ୍ୟବହାର କରି କଂଗ୍ରେସ ନେତାଙ୍କୁ ହଇରାଣ କରୁଛନ୍ତି ବୋଲି କଂଗ୍ରେସ ନେତୃବୃନ୍ଦ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri