ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଆନନ୍ଦପୁର,୭।୭(ସ୍ବ.ପ୍ର.): ତୈଳଦର ବୃଦ୍ଧି ପ୍ରତିବାଦରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ଦୋଷ ଲଦି ଆନନ୍ଦପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆନନ୍ଦପୁର ବ୍ଲକ ଓ ପୌରପରିଷଦର କଂଗ୍ରେସ କମିଟି ପକ୍ଷରୁ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ଜିଲା କଂଗ୍ରେସ ଉପସଭାପତି ତଥା ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ନିକୁଞ୍ଜ ବିହାରୀ ମିଶ୍ର, ଆନନ୍ଦପୁର ପୌରପରିଷଦ ସଭାପତି ଅମରସିଂ ମହାନ୍ତି, ଉପସଭାପତି ହାଡିବନ୍ଧୁ ଖୁଣ୍ଟିଆଙ୍କ ସମେତ ବହୁ କଂଗ୍ରେସ କର୍ମୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ବଞ୍ଚାଇବାକୁ ଦୌଡ଼ିଲେ ଗାଁ ଲୋକ

ରସୁଲପୁର/ଧର୍ମଶାଳା, ୨୨ା୩(ଡି.ଏନ୍‌.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତ କୁଣ୍ଡପାଟଣା ଗ୍ରାମରେ ରବିବାର ମଧ୍ୟାହ୍ନରେ ଗ୍ୟାସ ଚୁଲାରୁ ନିଆଁ ବ୍ୟାପୀ ୨୬ବଖରା ଜଳି ପାଉଁଶ ହୋଇଯାଇଛି।...

ଭୋଟିଂ ବନ୍ଦ, ରି-ପୋଲିଂ ପାଇଁ ଚିଠି ଲେଖିଲେ ରିଟର୍ଣ୍ଣି ଅଫିସର

ସୁନ୍ଦରଗଡ଼,୧୮।୪: ସୁନ୍ଦରଗଡ଼ରେ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ଆରମ୍ଭ ହୋଇଥିଲା। ହେଲେ ଇଭିଏମ ତୃଟି ପାଇଁ ସକାଳୁ ଭୋଟ ଗ୍ରହଣ...

ବାଳସୁଧାର ଗୃହରେ ପୁଣି ୫ ଅନ୍ତେବାସୀ କରୋନା ପଜିଟିଭ୍‌

ବ୍ରହ୍ମପୁର,୩ା୮: ବ୍ରହ୍ମପୁର ମଣ୍ଡଳକାରାଗାର ପରେ ଏବେ ଜରଡ଼ା ବଙ୍ଗଳା ରାସ୍ତାରେ ଥିବା ବାଳସୁଧାର ଗୃହ (ପର୍ଯ୍ୟବେକ୍ଷଣ ଆବାସ ଓ ସ୍ବତନ୍ତ୍ର ଆବାସ)ରେ ଗତ ୧ ତାରିଖରେ...

ପୌର କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ଅଧ୍ୟକ୍ଷ, ଉପାଧ୍ୟକ୍ଷା

ନବରଙ୍ଗପୁର,୧୦ା୧୨(ବି.ପ୍ର.): ନବରଙ୍ଗପୁର ଜିଲାର ଲୋକ ମହୋତ୍ସବ ମଣ୍ଡେଇ ଡିସେମ୍ବର ଶନିବାର ଠାରୁ ଆରମ୍ଭ ହେଉଛି। ଏହା ୧୪ ପର୍ଯ୍ୟନ୍ତ ମହା ଆଡମ୍ବରରେ ଆୟୋଜନ କରାଯିବ। ତେବେ...

ବିଶ୍ୱମ୍ଭର ବିଦ୍ୟାପୀଠ ପ୍ରତି ଅଣଦେଖା

ପୁରୀ ଅଫିସ, ୧୮ା୧୧: ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ଉନ୍ନତମାନର କରିବା ପାଇଁ ୫-ଟି ଯୋଜନାରେ ସରକାରୀ ବିଦ୍ୟାଳୟଗୁଡ଼ିକର ରୂପାନ୍ତରକରଣ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଏହାସତ୍ତ୍ୱେ ବିଭିନ୍ନ...

ସକାଳ ହେଲେ ପରିବାର ମୁହଁରେ ଆହାର ଦେବାକୁ ଚିନ୍ତା

ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଭୟ ସମସ୍ତଙ୍କ ଭିତରେ ଭୟ ସୃଷ୍ଟି କରିଛି। କରୋନା କଟକଣା ଶ୍ରମିକ, ଛୋଟ ଚା, ପାନ, ଜଳଖିଆ ଦୋକାନୀଙ୍କୁ କଷଣ ଦେଇଛି ।...

ଭଦ୍ରକରେ ପହଞ୍ଚିଲା ଦ୍ୱିତୀୟ ଶ୍ରମିକ ସ୍ପେଶାଲ ଟ୍ରେନ: ଓହ୍ଲାଇଲେ ୩୨୬ଜଣ

ଭଦ୍ରକ ଅଫିସ, ୧୩।୫: ଭଦ୍ରକ ଷ୍ଟେଶନରେ ବୁଧବାର ସକାଳେ ଦ୍ୱିତୀୟ ଶ୍ରମିକ ସ୍ପେଶାଲ ଟ୍ରେନ ପହଞ୍ଚିଛି। ଥାନେଗଡ଼ରୁ ଆସିଥିବା ଏହି ଟ୍ରେନ ଭଦ୍ରକ ଷ୍ଟେଶନରେ ୩୨୬ଜଣଙ୍କୁ...

ହସନ୍‌ପୁର ଆଶ୍ରମ ବିଦ୍ୟାଳୟରେ ତୁମୁଳକାଣ୍ଡ: ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୩।୧୧-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ବାଲେଶ୍ୱର ସଦର ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ହସନ୍‌ପୁର ଆଶ୍ରମ ବିଦ୍ୟାଳୟରେ...

Advertisement
Archives

Model This Week