Posted inଜାତୀୟ

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ, ଇଡି ଏବଂ ସିବିଆଇ ଉପରେ ପ୍ରଶ୍ନ ଉଠାଇ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ସ୍ପଷ୍ଟ ଭାବେ କହିଛନ୍ତି, ୨୦୧୪ ପୂର୍ବରୁ ଇଡି ଏବଂ ସିବିଆଇ କଂଗ୍ରେସ ହାତରେ ନାଚୁଥିଲେ। ତେବେ ସେ କିପରି ନିର୍ବାଚନରେ ହାରିଗଲେ? ପ୍ରଧାନମନ୍ତ୍ରୀ କହିଛନ୍ତି, ଏତେ ବଡ ଦେଶରେ ଏକ ନଗର ନିଗମ ନିର୍ବାଚନ ସ୍ଥିର କରାଯାଇପାରେ ନାହିଁ। ବିରୋଧୀ ବିଶ୍ୱକୁ ବୋକା ବନାଇବାକୁ ଚେଷ୍ଟା କରୁଛନ୍ତି।

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ପ୍ରଶ୍ନ ପଚରାଯାଇଥିଲା ଯେ ବିରୋଧୀ ଦଳ, ରାହୁଲ ଗାନ୍ଧୀ, କଂଗ୍ରେସ ଏବଂ ଅନ୍ୟମାନେ କହୁଛନ୍ତି , ମୋଦି ଜୀ ମ୍ୟାଚ ଫିକ୍ସିଂ କରୁଛନ୍ତି। ଇଡି, ସିବିଆଇ ଏବଂ ଇଭିଏମ ବିନା ଆପଣ ନିର୍ବାଚନରେ ଜିତିପାରିବେ ନାହିଁ। ଏହି ବିଷୟରେ ଆପଣ କ’ଣ କହୁଛନ୍ତି, ଉତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଇଭିଏମ ଦାବିର ଉତ୍ତର ଦେଇଛନ୍ତି। ୨୦୧୪ ରେ ସେମାନଙ୍କ ପାଖେ ଇଡି ଏବଂ ସିବିଆଇ ଥିଲା, ତେବେ ସେମାନେ କାହିଁକି ହରିଗଲେ। ସେମାନେ ମୋର ଗୃହମନ୍ତ୍ରୀ (ତତ୍କାଳୀନ ଗୁଜରାଟ ସରକାରରେ ଗୃହମନ୍ତ୍ରୀ ଅମିତ ଶାହା)ଙ୍କ ମଧ୍ୟ ଜେଲରେ ରଖିଥିଲେ, ତେବେ ସେମାନେ କାହିଁକି ହାରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri