ପ୍ରଚାର କମିଟି ତାଲିକା ଜାରି କଲା କଂଗ୍ରେସ

ଭୁବନେଶ୍ୱର,୧୦ା୪: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତ୍ୟେକ ଦଳ ନିଜ ନିଜର କସରତ ଆରମ୍ଭ କରିଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର କଂଗ୍ରେସ ତା’ର ପ୍ରଚାର କମିଟି ତାଲିକା ପ୍ରକାଶ କରିଛି। ଏଥିରେ ୫୯ ଜଣଙ୍କ ନାମ ରହିଛି। ଉକ୍ତ କମିଟିରେ ଭକ୍ତ ଚରଣ ଦାସ ଅଧ୍ୟକ୍ଷ ଥିବା ବେଳେ ନବଜ୍ୟୋତି ପଟ୍ଟନାୟକ ଉପାଧ୍ୟକ୍ଷ ଅଛନ୍ତି।

ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କ ଦ୍ୱାରା ଆଜି ପ୍ରକାଶିତ ପ୍ରେସ୍ ରିଲିଜ୍ ଅନୁସାରେ ଜାଣନ୍ତୁ ଏହି କମିଟିରେ ଆଉ କେଉଁ କେଉଁ ମାନେ ସଦସ୍ୟ ରହିଛନ୍ତି…

ସୁଧାଂଶୁ ଶେଖର ଦେଓ, ଶରତ ପଟ୍ଟନାୟକ, ନରସିଂହ ମିଶ୍ର, କେପି ସିଂଦେଓ, ନିରଞ୍ଜନ ପଟ୍ଟନାୟକ, ଶ୍ରୀକାନ୍ତ ଜେନା, ଗିରିଧର ଗମାଙ୍ଗ, କାହ୍ନୁଚରଣ ଲେଙ୍କା, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ପଞ୍ଚାନନ କାନୁନ୍‌ଗୋ, ଶରତ ରାଉତ, ଜଗନ୍ନାଥ ପଟ୍ଟନାୟକ, ହଳଧର କାର୍ଜି, ସପ୍ତଗିରି ଉଲାକା, ବିଜୟ କୁମାର ପଟ୍ଟନାୟକ, ନକୁଳ ନାୟକ, ଡ.ହମିଦ ହୁସେନ, ପୃଥ୍ବୀବଲ୍ଲଭ ପଟ୍ଟନାୟକ, ଦେବାଶିଷ ପଟ୍ଟନାୟକ, ବିଜୟଲକ୍ଷ୍ମୀ ସାହୁ, ସଦନ ନାୟକ, ମନୋରଞ୍ଜନ ତ୍ରିପାଠୀ, ପଦ୍ମକର ଗୁରୁ, କୃଷ୍ଣଚନ୍ଦ୍ର ଶଗରିଆ, ଜାକବ ପ୍ରଧାନ, ଲିପିକା ମାଝି, କୃଷ୍ଣଚନ୍ଦ୍ର ସାହୁ, ବନ୍ଦିତା ପରିଡ଼ା, ମନୋଜ ବିଶ୍ୱାଳ, ବିଦୁଭୂଷଣ ମହାପାତ୍ର, ପଞ୍ଚାନନ ଦାଶ ପ୍ରମୁଖ ରହିଛନ୍ତି।

ସେହିପରି ବିସ୍ମୟ ମହାପାତ୍ର, ରଞ୍ଜିତା ରାଉତ, ଅଜିତ ଦାସ, ସନ୍ତୋଷ ମାଣ୍ଡେଲା, ଗଣେଶ ସାହୁ, ହେମନ୍ତ ପଣ୍ଡା, ତୁଷାର ରଞ୍ଜନ ପାଟ୍ଟଯୋଷୀ, ଅଙ୍କିତ ସିଂଘାଇ, ମାନସ ତ୍ରିପାଠୀ, ବିଷ୍ଣୁଚରଣ ବାରିକ, ଏମ୍‌ଡି ଆକବର ଖାନ୍‌, ଅଶୋକ କୁମାର ମହାନ୍ତି, ସରୋଜ କୁମାର ପ୍ରଧାନ, ଦେବେନ୍ଦ୍ର କୁମାର ସାହୁ, ଆକାଶ ଭୂୟାଁ, ଗିରିବାଳା ବେହେରା, ସସ୍ମିତା ବେହେରା, ହରେକୃଷ୍ଣ ସାହୁ, ଗୀତାଞ୍ଜଳି ମହାନ୍ତ, ଶଶୀକାନ୍ତ ଲେଙ୍କା, ସୁଦାମ ବାରିକ, ସତ୍ୟ ନାୟକ, ଫକୀରା ଜଗତ କମିଟିରେ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?