Posted inଜାତୀୟ

ପଞ୍ଜାବ ବିଧାନସଭା ନିର୍ବାଚନ: ଚମକୌର ସାହିବରୁ ଚନ୍ନୀ, ଅମୃତସର ପୂର୍ବରୁ ସିଦ୍ଧୁ ଲଢିବେ ନିର୍ବାଚନ

ଚଣ୍ଡିଗଡ଼,୧୫ ।୧: ବାଜିଲା ପଞ୍ଜାବ ବିଧାନସଭା ନିର୍ବାଚନ ବିଗୁଲ । ଶାସକ କଂଗ୍ରେସ ଦଳ ଶନିବାର ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏଥିରେ ୮୬ ଜଣଙ୍କ ନାମ ସାମିଲ ହୋଇଛି । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଚମକୌର ସାହିବରୁ ଓ ପ୍ରଦେଶ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ଅମୃତସର ପୂର୍ବରୁ ନିର୍ବାଚନ ଲଢିବେ । ସେହିପରି ସୋନୁ ସୁଦଙ୍କ ଭଉଣୀ ମାଳବିକା ସୁଦ ମୋଗାରୁ ନିର୍ବାଚନ ଲଢିବେ । କାଦିୟାନରୁ ପ୍ରତାପ ସିଂ ବାଜୱା ଓ ମାନସାରୁ ଗାୟକ ସିଦ୍ଧୁ ମୁସେୱାଲା ନିର୍ବାଚନ ଲଢିବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?