Posted inଜାତୀୟ

ମୋଦିଙ୍କୁ ଟାର୍ଗେଟ କଲା କଂଗ୍ରେସ, ‘ସେ କେବଳ ଖାର୍ଗେଙ୍କ ଅପମାନ କରି ନାହାନ୍ତି ବରଂ…’

ନୂଆଦିଲ୍ଲୀ,୨୮ ।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ନେଇ ପ୍ରଧାନମନ୍ତ୍ରୀ ଦେଇଥିବା ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । କଂଗ୍ରେସ ମୋଦିଙ୍କୁ ଏହାର ଜବାବ ଦେଇଛି । କଂଗ୍ରେସ ମୋଦିଙ୍କ ଟିପ୍ପଣିକୁ ନେଇ ଦଳିତ ସମାଜର ଅପମାନ ବୋଲି କହିଛି । ଦଳ ମଙ୍ଗଳବାର କହିଛି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉଦ୍ଦେଶ୍ୟରେ ଯେଉଁ ଟିପ୍ପଣି ଦେଇଛନ୍ତି ତାହା ଦଳିତ ସମାଜ ଓ ଭୋଟରଙ୍କ ଅପମାନ ।
କଂଗ୍ରେସ ପ୍ରବକ୍ତା ସୁପ୍ରିୟା ଶ୍ରୀନେତ କହିଛନ୍ତି, ମୋଦି କେବଳ ଖାର୍ଗେଙ୍କ ଅପମାନ କରି ନାହାନ୍ତି, ବରଂ ସେହି ଭୋଟରଙ୍କ ଅପମାନ କରିଛନ୍ତି ଯେଉଁମାନେ ଖାର୍ଗେଙ୍କୁ ବାଛିଛନ୍ତି । ଏହା ଦଳିତ ସମାଜର ବି ଅପମାନ । ସେ କହିଛନ୍ତି ସୋନିଆ ଗାନ୍ଧୀଙ୍କୁ ନେଇ ଟିପ୍ପଣି ଦେବା ପ୍ରଧାନମନ୍ତ୍ରୀଙ୍କ ଅଭ୍ୟାସ । ଅସୁସ୍ଥତା ପରେ ବି ସୋନିଆ ଗାନ୍ଧୀ ସମାରୋହରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri