Posted inଜାତୀୟ

ମୋଦିଙ୍କୁ ଟାର୍ଗେଟ କଲା କଂଗ୍ରେସ, ‘ସେ କେବଳ ଖାର୍ଗେଙ୍କ ଅପମାନ କରି ନାହାନ୍ତି ବରଂ…’

ନୂଆଦିଲ୍ଲୀ,୨୮ ।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ନେଇ ପ୍ରଧାନମନ୍ତ୍ରୀ ଦେଇଥିବା ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । କଂଗ୍ରେସ ମୋଦିଙ୍କୁ ଏହାର ଜବାବ ଦେଇଛି । କଂଗ୍ରେସ ମୋଦିଙ୍କ ଟିପ୍ପଣିକୁ ନେଇ ଦଳିତ ସମାଜର ଅପମାନ ବୋଲି କହିଛି । ଦଳ ମଙ୍ଗଳବାର କହିଛି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉଦ୍ଦେଶ୍ୟରେ ଯେଉଁ ଟିପ୍ପଣି ଦେଇଛନ୍ତି ତାହା ଦଳିତ ସମାଜ ଓ ଭୋଟରଙ୍କ ଅପମାନ ।
କଂଗ୍ରେସ ପ୍ରବକ୍ତା ସୁପ୍ରିୟା ଶ୍ରୀନେତ କହିଛନ୍ତି, ମୋଦି କେବଳ ଖାର୍ଗେଙ୍କ ଅପମାନ କରି ନାହାନ୍ତି, ବରଂ ସେହି ଭୋଟରଙ୍କ ଅପମାନ କରିଛନ୍ତି ଯେଉଁମାନେ ଖାର୍ଗେଙ୍କୁ ବାଛିଛନ୍ତି । ଏହା ଦଳିତ ସମାଜର ବି ଅପମାନ । ସେ କହିଛନ୍ତି ସୋନିଆ ଗାନ୍ଧୀଙ୍କୁ ନେଇ ଟିପ୍ପଣି ଦେବା ପ୍ରଧାନମନ୍ତ୍ରୀଙ୍କ ଅଭ୍ୟାସ । ଅସୁସ୍ଥତା ପରେ ବି ସୋନିଆ ଗାନ୍ଧୀ ସମାରୋହରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri