ଆରମ୍ଭ ହେଲା କଂଗ୍ରେସର ‘ସଙ୍ଗଠନ ସୃଜନ ଅଭିଯାନ’: ଏହାର ମୂଳ ଲକ୍ଷ୍ୟ ହେଉଛି….

ବଲାଙ୍ଗୀର, ୫।୯(ସୁନୀଲ ମହାନ୍ତି): ଜିଲାରେ କଂଗ୍ରେସ ସଙ୍ଗଠନକୁ ସୁଦୃଢ କରିବା ପାଇଁ ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଚାଲିଥିବା ‘ସଙ୍ଗଠନ ସୃଜନ ଅଭିଯାନ’ କାର୍ଯ୍ୟକ୍ରମ ଶୁକ୍ରବାର ଠାରୁ ବଲାଙ୍ଗୀର ଜିଲାରେ ଆରମ୍ଭ ହୋଇଛି। ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଆଜି ଏ ସଂକ୍ରାନ୍ତରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏଆଇସିସି ପର୍ଯ୍ୟବେକ୍ଷକ ସିଡ଼ି ମୟପାନ୍ନ, ବରିଷ୍ଠ କଂଗ୍ରେସ ନେତା ନିମାଇଁ ସରକାର, ଶରତ ରାଉତ, ଅମ୍ରିତା ବିଶ୍ବାଳ, ସମରେନ୍ଦ୍ର ମିଶ୍ର, ଅଭିଷେକ ମହାନନ୍ଦ, ମନୋଜ ମିଶ୍ର, ଅନୀଲ ମେହେର ମଞ୍ଚାସୀନ ଥିଲେ। ଜଣେ ଦକ୍ଷ ଓ ଦୃଢ଼ ସଂଗଠନଙ୍କୁ ଜିଲା କଂଗ୍ରେସ ସଭାପତି ଭାବେ ମନୋନୀତ କରିବା ପାଇଁ ଜିଲାର ସମସ୍ତ କଂଗ୍ରେସ କର୍ମୀ, ବୁଦ୍ଧିଜୀବୀ ଓ ସମାଜସେବୀଙ୍କ ଠାରୁ ଏହି ସଙ୍ଗଠନ ସୃଜନ ଅଭିଯାନରେ ମତାମତ ଲୋଡାଯିବ ବୋଲି ମୟପାନ୍ନ ସୂଚନା ଦେଇଛନ୍ତି। ଆସନ୍ତା ୭ ଦିନ ଧରି ଜିଲାର ବିଭିନ୍ନ ଅଞ୍ଚଳରୁ ମତାମତ ସଂଗ୍ରହ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri