Posted inଜାତୀୟ

ନିର୍ବାଚନ ସମୟରେ କଂଗ୍ରେସ ଦେଖାଉଛି ଲିଙ୍ଗାୟତ ପ୍ରେମ: ଭାଜପା…

ବେଙ୍ଗାଲୁରୁ,୧୯।୪ : କର୍ନାଟକରେ ଶାସକ ଭାରତୀୟ ଜନତା ପାର୍ଟି କଂଗ୍ରେସକୁ ଟାର୍ଗେଟ କରିଛି। ରାଜ୍ୟରେ ରାଜନୈତିକ ପ୍ରଭାବଶାଳୀ ଲିଙ୍ଗାୟତ ସମ୍ପ୍ରଦାୟର ଭୋଟରଙ୍କ ପ୍ରତି କଂଗ୍ରେସ ଅବହେଳା କରିଛି ଏବଂ ବିଶ୍ୱାସଘାତକତା କରିଛି।

କଂଗ୍ରେସକୁ କଡ଼ା ସମାଲୋଚନା କରି ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ କହିଛନ୍ତି, ରାଜ୍ୟର ଲିଙ୍ଗାୟତ ଭୋଟରମାନେ ଏବେ ସତର୍କ ହୋଇ ଯାଇଛନ୍ତି। ସେମାନେ ସର୍ବଦା ସଠିକ ନିଷ୍ପତ୍ତି ନେଇଛନ୍ତି। ବିଧାନସଭା ନିର୍ବାଚନ ଘୋଷଣା ପରେ କଂଗ୍ରେସ ତାଙ୍କ ପାଇଁ ନିଜର ବିଶେଷ ପ୍ରେମ ପ୍ରଦର୍ଶନ କରୁଛି। କଂଗ୍ରେସ ଲିଙ୍ଗାୟତ ଏବଂ ବୀରଶୈବଙ୍କୁ ଭାଗ ଭାଗ କରିବାକୁ ଚେଷ୍ଟା କରିଥିଲା। କଂଗ୍ରେସ ଦଳର ବିଭାଜନ ଶାସନ ନୀତି ଲୋକମାନେ ଭୁଲି ନାହାଁନ୍ତି।

ମୁଧୋଲରେ ଖବରଦାତାମାନଙ୍କ ସହିତ କଥାବାର୍ତ୍ତା କରି ସେ କହିଛନ୍ତି, କଂଗ୍ରେସ ଲିଙ୍ଗାୟତଙ୍କ ସଂରକ୍ଷଣକୁ ମଧ୍ୟ ବିରୋଧ କରିଛି। ରାଜ୍ୟ ଭୋଟର କଂଗ୍ରେସକୁ ଏହାର ଜବାବ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୧ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

ଇରାନ ଯୁଦ୍ଧକୁ ନେଇ ପେଜେଶକିଆନଙ୍କ ବଡ଼ ବିବୃତ୍ତି: ‘ଆମେ ଏହାକୁ ଆରମ୍ଭ କରିନାହୁଁ; ୪୮ ଘଣ୍ଟା ମଧ୍ୟରେ…’

ତେହରାନ,୮।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଦୀର୍ଘକାଳୀନ ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ…

୧୩ ଦିନରେ ଦୁଇଟି ବଦଳି ଅର୍ଡର, ଶିକ୍ଷାବିତ୍‌ ମହଲରେ ଅସନ୍ତୋଷ

ଡେରାବିଶ, ୮ା୮(ବେବର୍ତ୍ତା ଅଜୟ ଦାସ): ରାଜ୍ୟ ଗଣଶିକ୍ଷା ବିଭାଗର କେନ୍ଦ୍ରାପଡ଼ା ଶିକ୍ଷା ଜିଲାରେ ବିଇଓଙ୍କ ଦୁଇଟି ବଦଳି ଅର୍ଡ଼ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଶିକ୍ଷାବିତ୍‌ଙ୍କ ମହଲରେ…

ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍‌ଆଇ

ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍‌ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri