Posted inଜାତୀୟ

ସଞ୍ଜୟଙ୍କୁ କଂଗ୍ରେସର ସମର୍ଥନ, ଆମେ ଅଛୁ ସାଥିରେ, କହିଲେ ଅଧୀର ରଞ୍ଜନ…

ନୂଆଦିଲ୍ଲୀ,୧।୮ : ପାତ୍ରା ଚୋଲ ଜମି ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଶିବସେନା ନେତା ସଞ୍ଜୟ ରାଉତଙ୍କୁ ଗିରଫ କରିଛି। ସୋମବାର ତାଙ୍କୁ ପିଏମଏଲଏ ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ ବୋଲି କୁହାଯାଉଛି। ସଞ୍ଜୟ ରାଉତଙ୍କୁ କଂଗ୍ରେସ ସମର୍ଥନ କରୁଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କଂଗ୍ରେସର ବରିଷ୍ଠ ନେତା ଆଧୀର ରଞ୍ଜନ ଚୌଧୁରୀ କହିଛନ୍ତି ଯେ ସେ ରାଉତଙ୍କ ସହ ଅଛନ୍ତି। ଅଧୀର ରଞ୍ଜନ କହିଛନ୍ତି ଭୟ କରନାହିଁ, ଆମେ ସାଥିରେ ଅଛୁ।

ସଞ୍ଜୟ ରାଉତଙ୍କ ଗିରଫଦାରୀକୁ ଶିବସେନା ସମର୍ଥକମାନେ ବିରୋଧ କରୁଛନ୍ତି। ଏନେଇ ଶିବସେନା ସମଗ୍ର ମୁମ୍ବାଇରେ ବିରୋଧ କରିବାକୁ ଯୋଜନା କରିଛି। ତେବେ ଶିବସେନା ନେତା ସଞ୍ଜୟ ରାଉତଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଜମି ସ୍କାମ ମାମଲାରେ ଗିରଫ ହେବାପରେ ତାଙ୍କ ବିରୋଧରେ ଏଫଆଇଆର୍‌ ପଞ୍ଜିକୃତ ହୋଇଛି। ପ୍ରକାଶ ଯେ ମହିଳା ସାକ୍ଷୀଙ୍କୁ ଧମକ ଦେଇଥିବାରୁ ତାଙ୍କ ବିରୋଧରେ ଏହି ଅଭିଯୋଗ ପଞ୍ଜିକୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକ ଥାଇ ମଦ ଲାଇସେନ୍ସ ନେଇଥିଲେ

ମୁମ୍ବାଇ,୨୧।୨(ଆଇଏଏନ୍‌ଏସ୍‌): ମୁମ୍ବାଇର ବିବାଦୀୟ ପୂର୍ବତନ ଏନ୍‌ସିବି ଜୋନାଲ ନିର୍ଦ୍ଦେଶକ ସମୀର ଓ୍ବାଙ୍ଖ୍‌ଡେଙ୍କ ବିରୋଧରେ ମହାରାଷ୍ଟ୍ର ପୋଲିସ ଜାଲିଆତି ଅଭିଯୋଗରେ ଏତଲା ଦାଏର କରିଛି। ଓ୍ବାଙ୍ଖ୍‌ଡେ ମିଥ୍ୟା...

କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ଉପହାର: ଛୁଟି ବଦଳରେ ମିଳିବ ନଗଦ ଟଙ୍କା

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ସରକାର ଉପହାର ଘୋଷଣା କରିଛନ୍ତି। ଛୁଟି ବଦଳରେ କର୍ମଚାରୀଙ୍କୁ ନଗଦ ଟଙ୍କା ପ୍ରଦାନ କରାଯିବ। ଏନେଇ ଅର୍ଥମନ୍ତ୍ରୀ...

ଉତ୍ତରପ୍ରଦେଶ ଭାଜପା ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂହଙ୍କୁ କରୋନା

ଲକ୍ଷ୍ନୌ,୨।୮-ଉତ୍ତରପ୍ରଦେଶ ଭାଜପା ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂହଙ୍କ ରବିବାର କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ପ୍ରାଥମିକ...

ଗୋଟିଏ ଦିନରେ ଦାଖଲ ହେଲା ୧୫.୪୯ ଲକ୍ଷ ଆଇଟିଆର୍‌

ନୂଆଦିଲ୍ଲୀ,୨୯ା୧୨: ୨୦୨୦-୨୦୨୧ ଆର୍ଥିକ ବର୍ଷ ପାଇଁ ସୋମବାର ସୁଦ୍ଧା ୪ କୋଟି ୬୭ ଲକ୍ଷ ୪୫ ହଜାର ୨୪୯ଟି ଆୟକର ରିଟର୍ନ (ଆଇଟିଆର୍‌) ଦାଖଲ ହୋଇଛି।...

ଦ୍ୱିତୀୟ ଚାର୍ଜଶିଟ୍‌ରେ ଚାଷୀଙ୍କୁ ଅଭିଯୁକ୍ତ କଲା ଏସ୍‌ଆଇଟି

ନୂଆଦିଲ୍ଲୀ,୨୨।୧: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ମାମଲାରେ ଦ୍ୱିତୀୟ ଚାର୍ଜଶିଟ୍‌ ଦାଖଲ ହୋଇଛି। ପୂର୍ବରୁ ଦାଖଲ ହୋଇଥିବା ଚାର୍ଜଶିଟ୍‌ରେ ସ୍ବରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ...

ଇଭିଏମ୍‌, ବାଲଟରେ ମଧ୍ୟ କେଶବ ପଛରେ

ଲକ୍ଷ୍ନୌ,୧୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୨୭୩ ଆସନ ହାସଲ କରି ସରକାର ଗଢ଼ିବାକୁ ଯାଉଛି। ଇତିମଧ୍ୟରେ ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ଉପମୁଖ୍ୟମନ୍ତ୍ରୀ...

ବିଧାନସଭା ନିର୍ବାଚନ ପୂର୍ବରୁ ବିହାରକୁ ୯୦୧ କୋଟିର ଉପହାର ଦେଲେ ମୋଦି

ନୂଆଦିଲ୍ଲୀ, ୧୩।୯: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବ। ଏହାକୁ ଦୃଷ୍ଟିରେ ରଖି ଭୋଟରଙ୍କୁ ଆକର୍ଷିତ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯୦୧ କୋଟି...

ମୋଦିଙ୍କୁ ପ୍ରଶଂସା କଲା ଟାଇମ୍‌ ମାଗାଜିନ୍‌

ନୂଆଦିଲ୍ଲୀ,୨୯।୫: ଟାଇମ୍‌ ମାଗାଜିନ୍‌ ନରେନ୍ଦ୍ର ମୋଦିଙ୍କ ବିପୁଳ ବିଜୟ ପରେ ଏହାର ସ୍ବର ବଦଳାଇଛି। ଏବେ ଏହା ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଉଠିଛି। ପୂର୍ବରୁ ଲୋକ...

Advertisement
Archives

Model This Week