Posted inଜାତୀୟ

ବିବିସି ଡକ୍ୟୁମଣ୍ଟାରି ନେଇ ସରକାରଙ୍କୁ କଂଗ୍ରେସର ସମର୍ଥନ: ଏକେ ଆଣ୍ଟୋନୀଙ୍କ ପୁଅ କହିଲେ ଦେଶର ସାର୍ବଭୌମତ୍ୱ ପ୍ରତି ବିପଦ…

ନୂଆଦିଲ୍ଲୀ,୨୪।୧ : ବରିଷ୍ଠ କଂଗ୍ରେସ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଏକେ ଆଣ୍ଟୋନିଙ୍କ ପୁଅ ଅନିଲ ଆଣ୍ଟୋନୀ ୨୦୦୨ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟାରୀକୁ ବିରୋଧ କରିଛନ୍ତି। ମଙ୍ଗଳବାର ଅନିଲ ଆଣ୍ଟୋନୀ କହିଛନ୍ତି ଯେ ବ୍ରିଟିଶ ପ୍ରସାରଣକାରୀ ବିବିସିର ଭାରତୀୟ ଅନୁଷ୍ଠାନକୁ ଅଗ୍ରାଧିକାର ଦେବା ଆମ ଦେଶର ସାର୍ବଭୌମତ୍ୱକୁ କ୍ଷୁର୍ଣ୍ଣ କରିବ। ଏହା ଦୋ ଲାଗି ବିପଦ ସୃଷ୍ଟି କରିବ। ତାଙ୍କର ମନ୍ତବ୍ୟ ଏପରି ଏକ ସମୟରେ ଆସିଛି ଯେତେବେଳେ କେରଳ କଂଗ୍ରେସର ବିଭିନ୍ନ ୟୁନିଟ ଗୁଜରାଟ ଦଙ୍ଗା ଉପରେ ବିବାଦୀୟ ଡକ୍ୟୁମେଣ୍ଟାରୀର ସ୍କ୍ରିନିଂ ପାଇଁ ଘୋଷଣା କରିଛନ୍ତି।

କଂଗ୍ରେସ ଦଳର କେରଳ ୟୁନିଟର ଡିଜିଟାଲ ଯୋଗାଯୋଗକୁ ଅନିଲ ଆଣ୍ଟୋନୀ ପରିଚାଳନା କରୁଛନ୍ତି। ସେ ଏକ ଟୁଇଟରେ କହିଛନ୍ତି ଯେ ଯେଉଁମାନେ ବିବିସି ତଥା ବ୍ରିଟେନର ପୂର୍ବତନ ବୈଦେଶିକ ସଚିବ ଜ୍ୟାକ ଷ୍ଟ୍ରୋଙ୍କ ଚିନ୍ତାଧାରାକୁ ସମର୍ଥନ କରୁଛନ୍ତି ଏବଂ ଗ୍ରହଣ କରୁଛନ୍ତି ସେମାନେ ଭାରତୀୟ ଅନୁଷ୍ଠାନ ଉପରେ ବିପଦପୂର୍ଣ୍ଣ ଉଦାହରଣ ସୃଷ୍ଟି କରୁଛନ୍ତି। କାରଣ ୨୦୦୩ ଇରାକ ଯୁଦ୍ଧ ପଛରେ ଜ୍ୟାକ ଷ୍ଟ୍ରୋଙ୍କ ହାତ ଥିଲା। ଭାଜପା ସହିତ ପ୍ରମୁଖ ମତଭେଦ ସତ୍ତ୍ୱେ ମୁଁ ଅନୁଭବ କରୁଛି ଯେ, ଏହା ଆମର ସାର୍ବଭୌମତ୍ୱକୁ କ୍ଷୁର୍ଣ୍ଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri