ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ

ଅନୁଗୋଳ ଅଫିସ,୧୦ା୩(ମାନସ ବିଶ୍ୱାଳ): ଅନୁଗୋଳ ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ପୂର୍ବାହ୍ନରେ ମହିଳାମାନଙ୍କ ପ୍ରତି ଅକଥନୀୟ ନିର୍ଯାତନା ବିରୋଧରେ ଏବଂ ମହିଳାମାନଙ୍କ ସୁରକ୍ଷା ଦାବିରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହି ବିକ୍ଷୋଭରେ କଂଗ୍ରେସ ଜିଲା ସଭାପତି ଅମ୍ବିକା ଭୋଟ୍‌ ନେତୃତ୍ୱ ନେଇଥିଲେ। ମହିଳାମାନଙ୍କ ପ୍ରତି ହେଉଥିବା ବଳାତ୍କାର, ଗଣବଳାତ୍କାର ଓ ସଂଗୀନ ଅପରାଧ ବନ୍ଦ କରିବା,

ମହିଳାମାନଙ୍କ ପ୍ରତି ହେଉଥିବା ପାଶବିକ ଅତ୍ୟାଚାରର ଅତ୍ୟାଚାରୀମାନଙ୍କୁ ସୁରକ୍ଷା ଦେଉଥିବା ଭାଜପା ସରକାରଙ୍କ ଇସ୍ତଫା, ଡବଲ ଇଞ୍ଜନ ସରକାର ମହିଳାମାନଙ୍କ ପ୍ରତି ବଢୁଥିବା ଅତ୍ୟାଚାର ବନ୍ଦ କରିବା, ଅପରାଧୀମାନଙ୍କୁ କଠୋର ଦଣ୍ଡ ପ୍ରଦାନ କରି ନାରୀଙ୍କୁ ନ୍ୟାୟ ଦେବା, ଆବାସିକ ବିଦ୍ୟାଳୟରେ ଆଦିବାସୀ ଓ ଦଳିତ ସ୍କୁଲ ଛାତ୍ରୀଙ୍କ ପ୍ରତି ହେଉଥିବା ଯୌନ ବ୍ୟଭିଚାର ବନ୍ଦ କରିବା, ମୁଖ୍ୟମନ୍ତ୍ରୀ ନିଜ ଜିଲାର ଆଦିବାସୀ ମହିଳାଙ୍କୁ ସୁରକ୍ଷା ଦେବା ଦାବିରେ ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ।…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri