Posted inଜାତୀୟ

୧୫ ଦିନ ଧରି ଦେଶବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୫।୧୦: ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ନଭେମ୍ବର ୧୪ରୁ ୨୯ ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ କରାଯିବ। କଂଗ୍ରେସ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଏହି ସୂଚନା ଦେଇଛନ୍ତି।

୧୫ ଦିନିଆ ଆନ୍ଦୋଳନରେ କଂଗ୍ରେସ ନେତାମାନେ ନିଜ ଅଞ୍ଚଳରେ ପଦଯାତ୍ରାର ନେତୃତ୍ୱ ନେବେ। ତେଲ ଦର ବୃଦ୍ଧିକୁ ନେଇ ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ଅନ୍ୟପକ୍ଷେ ତେଲ ଦର ବଢ଼ାଇ ସରକାର ଟିକସ ଡକାୟତି କରୁଛନ୍ତି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପହାର ସିନେମା ହଲ୍‌ରେ ପୁଣି ଅଗ୍ନିକାଣ୍ଡ, ମନେପଡ଼ିଲା ୧୯୯୭ର ଛାତିଥରା ଦୃଶ୍ୟ…

ନୂଆଦିଲ୍ଲୀ, ୧୭।୪ : ପୁଣିଥରେ ଦିଲ୍ଲୀର ଉପହାର ସିନେମା ହଲରେ ଅଗ୍ନିକାଣ୍ଡ ଘଟିଛି। ରବିବାର ସକାଳେ ଅଗ୍ନିଶମ ବିଭାଗ ଗ୍ରୀନ ପାର୍କ ମେଟ୍ରୋ ଷ୍ଟେଶନ ନିକଟରେ...

ଅଭିନେତା ଶାହରୁଖ ଖାନଙ୍କ ପୁଅ ଗିରଫ

ମୁମ୍ବାଇ,୩।୧୦: ପ୍ରସିଦ୍ଧ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟାନ ଶେଷରେ ଗିରଫ ହୋଇଛନ୍ତି। ତାଙ୍କୁ ଏନ୍‌ସିବି ରବିବାର ଗିରଫ କିରଛି। କ୍ରୁଜ୍‌ ରେଭ ପାର୍ଟିରେ ସାମିଲ...

ଗୁଜରାଟ କାରଖାନା ବିସ୍ଫୋରଣ: ୬ମୃତ

ଭଦୋଦରା,୧୧।୧: ଗୁଜରାଟର ଭଦୋଦରାରେ ଥିବା ଏକ କାରଖାନା ବା ଫ୍ୟାକ୍ଟ୍ରିରେ ଶନିବାର ହୋଇଥିବା ଏକ ଶକ୍ତିଶାଳୀ ବିସ୍ଫୋରଣରେ ଏବେସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା...

ଆଇନଜୀବୀରୁ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ, ୭ା୮: ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତି ୧୧ଟାରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୁଧବାର ନୂଆଦିଲ୍ଲୀସ୍ଥିତ...

ପରଲୋକରେ ପ୍ରଖ୍ୟାତ ଗାୟକ ବାଲାସୁବ୍ରମଣ୍ୟମ୍‌

ନୂଆଦିଲ୍ଲୀ,୨୫।୯: ପ୍ରସିଦ୍ଧ ଗାୟକ ଏସପି ବାଲାସୁବ୍ରମଣ୍ୟମଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଗତ ଅଗଷ୍ଟ ୫ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ।...

ଭାଜପାକୁ ଝଟ୍‌କା ଦେବାକୁ ଦିଦି ପ୍ରସ୍ତୁତ, ୨୪ ବିଧାୟକଙ୍କ ସହ ଯୋଗାଯୋଗ ସ୍ଥାପନ ଦାବି…

କୋଲକାତା,୭।୯: ଭାଜପା ବିଧାୟକ ସୋମେନ ରାୟ ତୃଣମୂଳ କଂଗ୍ରେସ( ଟିଏମସି)କୁ ଫେରିବାର କିଛି ଦିନ ବିତିଛି। ଏବେ ଦଳୀୟ ନେତା ମୁକୁଲ ରାୟ ଦାବି କରିଛନ୍ତି...

ସିଆର୍‌ପିଏଫ୍‌ କ୍ୟାମ୍ପ୍‌ରେ ପୁଣି ଫୁଟିଲା ଗୁଳି: କମ୍ପାନୀ କମାଣ୍ଡରଙ୍କୁ ହତ୍ୟା କରି ନିଜକୁ ଗୁଳି କଲେ ଯବାନ

ରାଞ୍ଚି,୯।୧୨: ଗତ ସପ୍ତାହରେ ସିଆର୍‌ପିଏଫ୍‌ ଯବାନଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିବାବେଳେ ପୁଣି ସୋମବାର ଝାଡ଼ଖଣ୍ଡର ରାଞ୍ଚିସ୍ଥିତ ଖେଳଗାଓ୍ବଁ ସ୍ଥିତ କ୍ୟାମ୍ପ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି।...

ସୁସ୍ଥତା ହାର ୯୮.୨୦ ପ୍ରତିଶତ…

ନୂଆଦିଲ୍ଲୀ,୩୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨...

Advertisement
Archives

Model This Week