Posted inଜାତୀୟ

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି। ଅଧିକାରଭିତ୍ତିକ ଜନକଲ୍ୟାଣ ଯୋଜନାକୁ ଧ୍ୱଂସ କରିବା, ମହାତ୍ମା ଗାନ୍ଧୀ ଲିଗାସି, ଶ୍ରମିକଙ୍କ ଅଧିକାର ଓ ସଂଘୀୟ ଉତ୍ତରଦାୟିତ୍ୱ ଉପରେ ଆକ୍ରମଣ ପାଇଁ ଭାଜପା-ଆର୍‌ଏସ୍‌ଏସ୍‌ ଷଡ଼ଯନ୍ତ୍ର ଚଳାଇଥିବା କଂଗ୍ରେସ ଅଭିଯୋଗ କରିଛି। ସବୁ ଜିଲା ସଦର ମହକୁମାରେ ବିକ୍ଷୋଭର ଆୟୋଜନ କରିବାକୁ କଂଗ୍ରେସ ସାଧାରଣ ସମ୍ପାଦକ(ସଂଗଠନ) କେ.ସି. ବେଣୁଗୋପାଳ ସମସ୍ତ ରାଜ୍ୟ କଂଗ୍ରେସ ସଭାପତିଙ୍କୁ ପତ୍ର ଲେଖି ନିବେଦନ କରିଛନ୍ତି। କଂଗ୍ରେସ କର୍ମୀମାନେ ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି ବିକ୍ଷୋଭ କରିବାକୁ କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri