Posted inଜାତୀୟ

ଜନତାକୁ ଚାନ୍ଦା ମାଗିବ କଂଗ୍ରେସ, ଡିସେମ୍ବର ୧୮ ରୁ ଆରମ୍ଭ କରିବ ‘ଦେଶ ପାଇଁ ଦାନ’ ଅଭିଯାନ

ନୂଆଦିଲ୍ଲୀ,୧୬।୧୨: ଜନତାଙ୍କଠାରୁ ଚାନ୍ଦା ଆଦାୟ ପାଇଁ ‘ଦେଶ ପାଇଁ ଦାନ’ ଅଭିଯାନ ଆରମ୍ଭ କରିବ କଂଗ୍ରେସ। ମହାତ୍ମା ଗାନ୍ଧୀଙ୍କ ‘ତିଳକ ସ୍ୱରାଜ ପାଣ୍ଠି’ ୧୯୨୦-୨୧ରୁ ଅନୁପ୍ରେରିତ ହୋଇ ଚଳିତ ମାସ ୧୮ ତାରିଖରୁ ଏହି ଅଭିଯାନ ଆରମ୍ଭ କରିବ। ଶନିବାର ଗଣମାଧ୍ୟମକୁ ସମ୍ବୋଧନ କରି କଂଗ୍ରେସ ନେତା କେସି ଭେନୁଗୋପାଳ ଏବଂ ଏବଂ ଅଜୟ ମାକେନ ଏହି ଘୋଷଣା କରିଛନ୍ତି।

୧୯୨୦-୨୧ ମସିହାରେ ମହାତ୍ମା ଗାନ୍ଧୀଙ୍କ ଐତିହାସିକ ‘ତିଲକ ସ୍ୱରାଜ ପାଣ୍ଠି’ ଦ୍ୱାରା ଅନୁପ୍ରାଣିତ ହୋଇ ଦଳ ଏହି ପଦକ୍ଷେପ ନେଇଛି ଏବଂ ସମାନ ପାଣ୍ଠି ବଣ୍ଟନ ତଥା ସୁଯୋଗରେ ସମୃଦ୍ଧ ଭାରତ ସୃଷ୍ଟି କରିବାରେ ଆମ ଦଳକୁ ସଶକ୍ତ କରିବାକୁ ଲକ୍ଷ୍ୟ ରଖିଛି ବୋଲି ସମସ୍ତ ଭାରତୀୟ କଂଗ୍ରେସ କମିଟିର ସାଧାରଣ ସମ୍ପାଦକ ଭେନୁଗୋପାଲ କହିଛନ୍ତି।

ଦେଶର ବିଭିନ୍ନ ସ୍ଥାନରେ ଦଳ ପକ୍ଷରୁ ଏହି ଅଭିଯାନ କରାଯିବ। ଦଳର ୧୩୮ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଦେଶର ସର୍ବ ପୁରାତନ ଦଳକୁ ଦାନ କରି ଶଶକ୍ତ କରିବାକୁ କଂଗ୍ରେସ ଆହ୍ବାନ କରିଛି। ଏହି ଅଭିଯାନରେ ଲୋକମାନେ ୧୩୮ ଟଙ୍କା, ୧୩୮୦ ଟଙ୍କା, ୧୩,୮୦୦ ଟଙ୍କା ଦାନ କରିପାରିବେ। ଯାହା ଫଳରେ କଂଗ୍ରେସ ଦେଶର ମଙ୍ଗଳ ପାଇଁ କାର‌୍ୟ୍ୟ କରିପାରିବ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri