Posted inଜାତୀୟ

ଇଡି କାର୍ଯ୍ୟାଳୟରେ ରାହୁଲ ହାଜର ହେବାବେଳେ କଂଗ୍ରେସ ଦେଖାଇବ ଶକ୍ତି

ନୂଆଦିଲ୍ଲୀ,୯ ।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ୧୩ ଜୁନରେ ହାଜର ହେବାର ସମୟ ଦିଆଯାଇଛି । ନ୍ୟାଶନାଲ ହେରାଲ୍ଡ ମାମଲାରେ ରାହୁଲ ଇଡିରେ ହାଜର ହେବେ । ତେବେ ଏହି ସମୟରେ କଂଗ୍ରେସ ତା’ର ଶକ୍ତି ପ୍ରଦର୍ଶନ କରିବାକୁ ପ୍ରସ୍ତୁତ ହୋଇଗଲାଣି । ଏହି ଶକ୍ତି ପ୍ରଦର୍ଶନରେ ଲୋକ ସଭା ଓ ରାଜ୍ୟ ସଭାର ସମସ୍ତ କଂଗ୍ରେସ ଏମ୍‌ପି ଓ ବରିଷ୍ଠ ନେତାମାନେ ସାମିଲ ହେବେ ବୋଲି ଜଣାପଡିଛି । ଏଥିପାଇଁ ସମସ୍ତ ନେତାଙ୍କୁ ସୋମବାର ସକାଳେ ଆକବର ରୋଡ ସ୍ଥିତ ପାର୍ଟି ମୁଖ୍ୟାଳୟରେ ପହଞ୍ଚିବାକୁ କୁହାଯାଇଛି ।
ସୋମବାର କଂଗ୍ରେସ ତା’ର ମୁଖ୍ୟ କାର୍ଯ୍ୟାଳୟରୁ ଏପିଜେ ଅବଦୁଲ କଲାମ ରୋଡ ସ୍ଥିତ ଇଡି ମୁଖ୍ୟାଳୟ ପର୍ଯ୍ୟନ୍ତ ରାଲି କରିବାର କାର୍ଯ୍ୟକ୍ରମ ରହିଛି । ଏହି ରାଲି ମାଧ୍ୟମରେ କଂଗ୍ରେସ ତା’ର ଶକ୍ତି ପ୍ରଦର୍ଶନ କରିବ ବୋଲି କୁହାଯାଉଛି । ଏହାକୁ କାର୍ଯ୍ୟକାରୀ କରିବାକୁ ଗୁରୁବାର ସନ୍ଧ୍ୟାରେ ଦଳର ମହାସଚିବ, ରାଜ୍ୟ ପ୍ରଭାରୀ ଓ ପ୍ରଦେଶ ଅଧ୍ୟକ୍ଷଙ୍କର ଏକ ଭର୍ଚୁଆଲ ବୈଠକ ଡକାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?