ଗଡ଼ ବଞ୍ଚାଇବାକୁ କଂଗ୍ରେସର ପ୍ରୟାସ

କୋଣାର୍କ,୧୨ା୨(ଡି.ଏନ୍‌.ଏ.): କୋଣାର୍କ ଥାନା ଅନ୍ତର୍ଗତ କାକଟପୁର ନିର୍ବାଚନ ମଣ୍ଡଳୀ ଅବଦାନ ପଞ୍ଚାୟତରେ ରାଜନୀତିର ଉଷ୍ମତା ପରିଲକ୍ଷିତ ହେଲାଣି। କଂଗ୍ରେସର ଗଡ଼ କୁହାଯାଉଥିବା ଅବଦାନ ପଞ୍ଚାୟତରେ ରାଜ୍ୟ ପିସିସିର ସାଧାରଣ ସମ୍ପାଦକ ବିଶ୍ୱଭୂଷଣ ଦାସଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରା ଶୁକ୍ରବାର ହୋଇଥିଲା। ଏହି ଶୋଭାଯାତ୍ରା ଇନ୍ଦିରା ବଜାର ପାର୍ଟି କାର୍ଯ୍ୟାଳୟଠାରୁ ବାହାରିଥିବା ବେଳେ ୮ନମ୍ବର ଜୋନର ଜିଲା ପରିଷଦ ପ୍ରାର୍ଥୀ କପିଳ ମିଶ୍ର ଓ କଂଗ୍ରେସ ସମର୍ଥିତ ପ୍ରାର୍ଥତ୍ନୀ ଭାବେ ଦୀପ୍ତିରେଖା ସ୍ବାଇଁ ସରପଞ୍ଚ ପଦବୀ ପାଇଁ ରାଜନୀତି ମଇଦାନରେ ଘମାଘୋଟ ପ୍ରଚାର କରୁଥିବା ବେଳେ ସମିତି ସଭ୍ୟା ପ୍ରାର୍ଥତ୍ନୀ ଭାବେ ଜ୍ୟୋତିପ୍ରିୟା ପାଢ଼ୀ ମଧ୍ୟ ନିଜ ପଞ୍ଚାୟତରେ ଲଢେଇ ଜାରି ରଖିଛନ୍ତି। ସମସ୍ତ ପ୍ରାର୍ଥୀ ଘର ଘର ବୁଲି ଭୋଟରଙ୍କୁ ବୁଝାଇ ନିଜ ସପକ୍ଷରେ କରିବା ସହ କଂଗ୍ରେସ ଗଡ଼କୁ ପୁଣି ଜିତାଇବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ଏ ନେଇ ଅବଦାନ ପଞ୍ଚାୟତର ପୂର୍ବତନ ସରପଞ୍ଚ ବିଚିତ୍ରାନନ୍ଦ ଦାଶ କହିଛନ୍ତି, ଚଳିତ ନିର୍ବାଚନରେ ଏକ ଆଦର୍ଶ ପଞ୍ଚାୟତ ଗଢ଼ି ତୋଳିବା ପାଇଁ ଦଳ ନିଷ୍ପତ୍ତି ନେଇଛି। ଏହି ପରିପ୍ରେକ୍ଷୀରେ ବିଜେଡି ଓ ସ୍ବାଧୀନ ପ୍ରାର୍ଥୀ ମଧ୍ୟ ପ୍ରଚାର ମଇଦାନକୁ ଓହ୍ଲାଇଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri