Posted inଜାତୀୟ

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ପ୍ରିୟଙ୍କା ଗାନ୍ଧୀଙ୍କୁ ରାଏବରେଲି ଲୋକ ସଭା ଆସନରୁ ପ୍ରାର୍ଥୀ ଏବଂ ରାହୁଲ ଗାନ୍ଧୀଙ୍କୁ ଆମେଠି ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି। ତେବେ ଏହି ତାଲିକା ସଂପୂର୍ଣ୍ଣ ନକଲି କାରଣ କଂଗ୍ରେସ ଏ ପର୍ଯ୍ୟନ୍ତ ଉଭୟ ଆସନରୁ ପ୍ରାର୍ଥୀଙ୍କୁ ଚୂଡ଼ାନ୍ତ କରିନାହିଁ।

କଂଗ୍ରେସ ନିର୍ବଚନ କମିଟି ପକ୍ଷରୁ ରାହୁଲଙ୍କୁ ଆମେଠିରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ କୁହାଯାଇଥିଲା, ଯାହାକୁ ସେ ଖାରଜ କରିଦେଇଥିଲେ। ଅନ୍ୟପଟେ ପ୍ରିୟଙ୍କା ଗାନ୍ଧୀ ସାରା ଦେଶରେ ନିର୍ବାଚନୀ ପ୍ରଚାର ଉପରେ ଧ୍ୟାନ ଦେବାକୁ ଚାହୁଁଛନ୍ତି। ଯେଉଁଥିପାଇଁ ସେ ରାଏବରେଲିରୁ ଲଡିବାକୁ ମନା କରିଛନ୍ତି। ଉଭୟ ନେତାଙ୍କ ନା ମଧ୍ୟରେ ଏହି ତାଲିକା ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ କରି ଫସିଲେ, ମାସେ ପରେ ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri