Posted inଜାତୀୟ

କଂଗ୍ରେସ କର୍ନାଟକକୁ ନେତାଙ୍କ ଏଟିଏମ୍‌ରେ ପରିଣତ କରିବାକୁ ଚାହୁଁଛି: ପ୍ରଧାନମନ୍ତ୍ରୀ…

ବେଙ୍ଗାଲୂରୁ,୨୫।୩ : କର୍ନାଟକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବେଙ୍ଗାଲୁରୁର ଦେବାଗେରେଠାରେ ଏକ ରୋଡ ଶୋ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି କହିଛନ୍ତି, କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ କର୍ମକ୍ଷେତ୍ର ଥିବା କାଲବର୍ଗିରେ ବିଜୟ ସଙ୍କଳ୍ପ ଜାରି ରହିଛି। ମେୟର, ଡେପୁଟି ମେୟର ପଦ ଭାଜପା ହାତେଇଛି। କଂଗ୍ରେସ ଦଳର ଜାତୀୟ ଅଧ୍ୟକ୍ଷଙ୍କ ଘରେ ଭାଜପା ବିଜୟ ଶଙ୍ଖନାଦ କରିଛି। ଏହା ରାଜ୍ୟ ପାଇଁ ଏକ ପ୍ରକାର ଶୁଭ ସଙ୍କେତ। ଏହି ଫଳାଫଳ ସ୍ପଷ୍ଟ ଭାବେ ଦର୍ଶାଉଛି ଯେ କର୍ନାଟକରେ ଡବଲ ଇଞ୍ଜିନ ସରକାରଫେରିବାକୁ ଯାଇଛି।

ଗତକାଲି ମୁଁ ସୋସିଆଲ ମିଡିଆରେ କର୍ନାଟକର ଏକ ଭିଡିଓ ଦେଖିଛି। କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏକ ପାର୍ଟି ସଭାରେ ନିଜ ଦଳର ଜଣେ କର୍ମଚାରୀଙ୍କୁ ସର୍ବସାଧାରଣରେ ଚାପୁଡ଼ା ମାରିବାର ଆନନ୍ଦ ନେଉଥିଲେ। ଯେଉଁମାନେ ସେମାନଙ୍କର କର୍ମୀମାନଙ୍କୁ ସମ୍ମାନ ଦେଇ ପାରୁ ନାହାନ୍ତି, ସେମାନେ ଜନତା ଜନାର୍ଦ୍ଦନଙ୍କୁ କିପରି ସମ୍ମାନ କରିବେ? କର୍ନାଟକ ଭାଜପାର ପ୍ରତ୍ୟେକ କର୍ମୀ ମୋ ପାଇଁ ଜଣେ ଦୃଢ଼ ସହଯୋଗୀ ଅଟନ୍ତି। ଏଠାରେ ଥିବା ପ୍ରତ୍ୟେକ କର୍ମୀ ମୋର ସର୍ବୋତ୍ତମ ବନ୍ଧୁ, ମୋ ଭାଇ ।

କର୍ନାଟକରେ ଦୀର୍ଘ ଦିନ ଧରି ସୁବିଧାବାଦୀ ତଥା ସ୍ବାର୍ଥପର ଦଳଙ୍କର ମିଳିତ ସରକାର ଗଠନ ହୋଇଆସୁଛି। ରାଜ୍ୟର ଜନସାଧାରଣ ସର୍ବଦା ଏହିପରି ସରକାରଙ୍କ ଦ୍ୱାରା କ୍ଷତି ସହୁଛନ୍ତି। ତେଣୁ କର୍ନାଟକର ଦ୍ରୁତ ବିକାଶ ପାଇଁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ଥିବା ଏକ ସ୍ଥିର ଭାଜପା ସରକାର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଭାଜପା ଚାହୁଁଛି ଯେ କର୍ନାଟକ ଭାରତର ବିକାଶର ଏକ ବଢୁଥିବା ଶକ୍ତି ପାଲଟିଥିବାବେଳେ କଂଗ୍ରେସ ଚାହୁଁଛି ଯେ ରାଜ୍ୟ ଏହାର ନେତାଙ୍କ ପାଇଁ ଏଟିଏମ ହେଉ।

 


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri