ପଦ୍ମପୁରରେ କଂଗ୍ରେସ ଭଲ କରିବ, ଦଳୀୟ ଭୋଟ୍‌ ରହିଛି: ସୁର ରାଉତରାୟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ପଦ୍ମପୁର ଉପ-ନିର୍ବାଚନକୁ ନେଇ ମଙ୍ଗଳବାର ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପଦ୍ମପୁରରେ କଂଗ୍ରେସ ଭଲ ପ୍ରଦର୍ଶନ କରିବ। ସେଠାରେ କଂଗ୍ରେସର ଦଳୀୟ ଭୋଟ ରହିଛି। ଧାମନଗର ଅପେକ୍ଷା ପଦ୍ମପୁରରେ ଦଳ ପ୍ରଚାର ଉପରେ ଅଧିକା ଗୁରୁତ୍ୱ ଦେବ । କଂଗ୍ରେସ ସବୁ ନେତାଙ୍କୁ ଏଥର ସାମିଲ କରୁଛି। ସେଠାରେ ଯିଏ କଂଗ୍ରେସ ପାଇଁ କାମ କରୁଛନ୍ତି । ତାଙ୍କୁ ହିଁ ଟିକେଟ ଦିଆଯିବ । ତେବେ ପ୍ରିୟରଞ୍ଜନ ସାହୁଙ୍କୁ ଟିକେଟ ଦେବା ନେଇ ପ୍ରାୟ ଫାଇନାଲ ଅଛି। ସେ କର୍ମୀଙ୍କ ସହ ଅଛନ୍ତି କର୍ମୀ ସହ କାମ କରୁଛନ୍ତି । ତେଣୁ କଂଗ୍ରେସ ଭଲ କରିବ ବିଶ୍ୱାସ ରହିଛି ବୋଲି ବରିଷ୍ଠ ନେତା ସୁର ରାଉତରାୟ କହିଛନ୍ତି । ଅନ୍ୟପକ୍ଷେ ବିଜେଡି ଓ ଭାଜପା ମଧ୍ୟ ପଦ୍ମପୁର ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri