Posted inଜାତୀୟ

ମୋ ବିରୋଧରେ ମାମଲା ରୁଜୁ କରିବ କଂଗ୍ରେସ: ମୋଦି

ନୂଆଦିଲ୍ଲୀ,୮।୧୧: ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିଥିବା ଘୋଷଣାକୁ ନେଇ ବିତର୍କ ଜାରି ରହିଛି।
ମଧ୍ୟପ୍ରଦେଶର ଗୁନାରେ  ମୋଦି କହିଛନ୍ତି,  ୫ ବର୍ଷ ପାଇଁ ଗରିବ ଲୋକଙ୍କୁ ମାଗଣା ଖାଦ୍ୟ ଶସ୍ୟ ଯୋଗାଇବା ଘୋଷଣାକୁ ନେଇ କଂଗ୍ରେସ ଚିନ୍ତିତ ଅଛି। କଂଗ୍ରେସ ଏହାକୁ ନେଇ ନିର୍ବାଚନ ଆୟୋଗକୁ ଯିବ ବୋଲି କହିଛି। ମୋଦିଙ୍କ ବିରୋଧରେ ମାମଲା ଦାୟର କରିବ। ସେଠାରେ ସେମାନେ କହିବେ ମୋଦି ଏକ ବଡ ଅପରାଧ କରିଛନ୍ତି। କଂଗ୍ରେସର ଏହି କାର୍ଯ୍ୟକୁ ଆମେ ଭୟ କରିବା ଉଚିତ କି ନାହିଁ ମୋତେ କୁହନ୍ତୁ। ଯଦି କଂଗ୍ରେସ ଏହାକୁ ବନ୍ଦ କରିବାକୁ ଚାହୁଁଛି ତେବେ କୌଣସି କୋର୍ଟକୁ ଯାଆନ୍ତୁ। ମୁଁ ଜନସାଧାରଣଙ୍କ କୋର୍ଟରେ ଅଛି।
କଂଗ୍ରେସ ମୋଦିଙ୍କ ଦାବିକୁ ପ୍ରତ୍ୟାଖ୍ୟାନ କରିଛି। କଂଗ୍ରେସ ନେତା ଅଭିଷେକ ମନୁ ସିଂଘଭି କହିଛନ୍ତି, ଆମେ ଏପର୍ଯ୍ୟନ୍ତ ନିର୍ବାଚନ ଆୟୋଗଙ୍କୁ କୌଣସି ଅଭିଯୋଗ ଦେଇନାହୁଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri