Posted inଜାତୀୟ

‘ରାଜସ୍ଥାନରେ କଂଗ୍ରେସ ହାରିବ’

ଜୟପୁର,୨୫ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜସ୍ଥାନର ଜୟପୁରରେ ‘ପରିବର୍ତ୍ତନ ସଙ୍କଳ୍ପ ମହାସଭା’ରେ ଯୋଗ ଦେଇ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ଗେହଲଟ ନେତୃତ୍ୱାଧୀନ କଂଗ୍ରେସ ସରକାର ରାଜସ୍ଥାନର ୫ ବର୍ଷ ନଷ୍ଟ କରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ମୁଁ ସ୍ପଷ୍ଟ ଭାବେ ଦେଖିପାରୁଛି ଯେ; ରାଜସ୍ଥାନରେ କଂଗ୍ରେସ ହାରିଯିବ ଏବଂ ରାଜ୍ୟ ଭାଜପାକୁ ଭୋଟ ମିଳିବ। ଚନ୍ଦ୍ରୟାନ-୩, ଜି -୨୦, ନୂତନ ସଂସଦ ଭବନ ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ କହିଥିଲେ, ମହିଳା ସଂରକ୍ଷଣ ବିଲ୍‌ କିଏ ଆଣିଛି? ସେ କହିଛନ୍ତି, ମୁଁ କିଛି କରି ନାହିଁ। ଆପଣଙ୍କର ଗୋଟିଏ ଭୋଟ୍‌ ପରିବର୍ତ୍ତନ ଆଣିଛି।’ ୩୦ ବର୍ଷ ପୂର୍ବେ କଂଗ୍ରେସ ମହିଳା ସଂରକ୍ଷଣ ବିଲ୍‌ ଆଣିପାରିଥାନ୍ତା। କିନ୍ତୁ ଏହା କେବେ ହୋଇ ନ ଥିଲା କାରଣ କଂଗ୍ରେସ ଏହା ଚାହୁଁ ନ ଥିଲା। ରାଜସ୍ଥାନର ମୋର ଭଉଣୀମାନେ ଏହାକୁ ସର୍ବଦା ମନେରଖନ୍ତୁ ଏବଂ ସାବଧାନ ରୁହନ୍ତୁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?

ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri