Posted inଜାତୀୟ

କଂଗ୍ରେସକୁ ମିଳିବ ଏତିକି ଆସନ: ଶାହା କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୩।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରୁଥିବାବେଳେ ବିରୋଧୀ ଦଳକୁ ଟାର୍ଗେଟ୍‌ କରିଛନ୍ତି। ଏଥର ନିର୍ବାଚନରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟି (ଏସ୍‌ପି) କେତେ ସିଟ ପାଇବେ ସେନେଇ ଶାହା ପୂର୍ବାନୁମାନ କରିଛନ୍ତି। ସେ କହିଛନ୍ତି, ୫ ପର୍ଯ୍ୟାୟ ଭୋଟ ସମାପ୍ତ ହୋଇଛି। ଏହି ୫ ପର୍ଯ୍ୟାୟରେ ମୋଦି ଜୀ ୩୧୦ ସିଟ ଅତିକ୍ରମ କରିସାରିଛନ୍ତି ଏବଂ ଇଣ୍ଡିଆ ମେଣ୍ଟ ବିଲୋପ ହୋଇଗଲାଣି।

ଶାହା କହିଛନ୍ତି, ଏହି ୫ ପର୍ଯ୍ୟାୟରେ ମୋଦି ଜୀ ୩୧୦ ସିଟ୍‌ ଅତିକ୍ରମ କରିସାରିଛନ୍ତି ଏବଂ ଇଣ୍ଡିଆ ମେଣ୍ଟ ବିଲୋପ ହୋଇଗଲାଣି। ଏଥର କଂଗ୍ରେସ ୪୦ ଟି ସିଟ୍‌ ମଧ୍ୟ ଅତିକ୍ରମ କରୁନାହିଁ ଏବଂ ଅଖିଳେଶ ଜୀ ମଧ୍ୟ ୪ ସିଟ୍‌ ପାଇବାକୁ ସକ୍ଷମ ନୁହଁନ୍ତି। ଏସସି, ଏସଟି ଏବଂ ଓବିସି ସଂରକ୍ଷଣକୁ ଲୁଣ୍ଠନ କରିବାକୁ ଇଣ୍ଡିଆ ମେଣ୍ଟ ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ସିଇଆର୍‌ଟି ବହିରୁ ହଟିଲା ବାବ୍ରି ମସ୍‌ଜିଦ ବିଷୟବସ୍ତୁ

ନୂଆଦିଲ୍ଲୀ,୧୬ା୬: ଏନ୍‌ସିଇଆର୍‌ଟିର ଦ୍ୱାଦଶ ଶ୍ରେଣୀର ରାଜନୈତିକ ବିଜ୍ଞାନର ସଂଶୋଧିତ ବହି ବଜାରକୁ ଆସିଛି। ଏହି ବହିରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅଯୋଧ୍ୟା ବିବାଦ ପ୍ରସଙ୍ଗରେ...

ଲୋକ ସଭା ବାଚସ୍ପତି ନିର୍ବାଚନ ଭିତରେ ସଞ୍ଜୟ ରାଉତ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୬।୬: ଲୋକ ସଭା ବାଚସ୍ପତି ପଦବୀ ଏନଡିଏ ମିଳିତ ମେଣ୍ଟର ଜଣେ ନେତାଙ୍କ ନିକଟକୁ ଯିବା ଉଚିତ ବୋଲି ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ...

ଅଯୋଧ୍ୟାରେ ପରାଜୟ ପରେ ଭାଜପାର ପଶିଲା ବୁଦ୍ଧି, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧୬।୬: ଅଯୋଧ୍ୟାରେ ଲୋକ ସଭା ନିର୍ବାଚନ ହାରିବା ପରେ ଭାଜପାର ବୁଦ୍ଧି ପଶିଛି। ୟୁପିର ଯୋଗୀ ଆଦିତ୍ୟନାଥ ସରକାର ବିସ୍ଥାପିତଙ୍କ ପାଇଁ ପୁଣି ନିଜର ନୀତି...

ଓଲଟିଲା ଡଙ୍ଗା, ଗୋଟିଏ ପରିବାରର ୫ ନିଖୋଜ

ପାଟନା, ୧୬।୬: ବିହାରର ରାଜଧାନୀ ପାଟନାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗଙ୍ଗା ଦଶହରା ଚାଲିଥିବା ବେଳେ ନଦୀରେ ଏକ ଡଙ୍ଗା ଓଲଟି ପଡ଼ିଛି ।...

ଲୋକ ସଭାରେ କିଏ ହେବେ ବାଚସ୍ପତି? ଉପ ବାଚସ୍ପତି ପଦ ନ ମିଳିଲେ, ବାଚସ୍ପତି ପାଇଁ ପ୍ରାର୍ଥୀ ଘୋଷଣା କରିବ ଇଣ୍ଡିଆ

ନୂଆଦିଲ୍ଲୀ,୧୬।୬: ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ପକ୍ଷରୁ ଲୋକ ସଭାରେ ଉପ ବାଚସ୍ପତି ପଦ ପାଇଁ ଦାବି କରାଯାଇଛି। ବାଚସ୍ପତି ପଦ ପାଇଁ ଏନଡିଏ ମେଣ୍ଟ...

ଯାତ୍ରୀଙ୍କ ସହ ସେଲ୍‌ଫି ନେଲେ, ଛୋଟ ପିଲାଙ୍କୁ କାଖେଇଲେ ମନ୍ତ୍ରୀ

ନୂଆଦିଲ୍ଲୀ,୧୬ା୬: କେନ୍ଦ୍ର ମନ୍ତ୍ରୀ ହେବା ପରେ ଶିବରାଜ ସିଂ ଚୌହାନ ରବିବାର ଟ୍ରେନ୍‌ ଯୋଗେ ଭୋପାଳକୁ ଫେରିଥିଲେ। ସେ ଟ୍ରେନ୍‌ରେ ଯାତ୍ରା କରିବା ସମୟରେ ସାଧାରଣ...

ଅମିତ୍‌ ଶାହାଙ୍କ ବଡ଼ ବୈଠକ, ଜମ୍ମୁ-କଶ୍ମୀର ଆତଙ୍କବାଦକୁ ନେଇ ହେବ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୬: ଅମରନାଥ ଯାତ୍ରା ଜୁନ ୨୯ରେ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଉଛି । ଏହାକୁ ନେଇ, କେନ୍ଦ୍ର...

‘ଇଭିଏମ୍‌ ଏକ କଳା ବାକ୍ସ’ କାହିଁକି ଏମିତି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୬ା୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଇଭିଏମ୍‌କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ରବିବାର ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟରେ ରାହୁଲ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri