ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ କର୍ମୀ
ଭୁବନେଶ୍ୱର,୧୭ା୭: ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି କଂଗ୍ରେସ। ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସ ନେତା ଓ କର୍ମୀମାନେ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି। ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ‘ଓଡ଼ିଶା ବନ୍ଦ’ ଡାକରା ଦିଆଯାଇଛି। … Continue reading ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ କର୍ମୀ
Copy and paste this URL into your WordPress site to embed
Copy and paste this code into your site to embed