ମନ୍ତ୍ରୀଙ୍କ ଗାଡି ଉପରକୁ କଂଗ୍ରେସ କର୍ମୀଙ୍କ ଅଣ୍ଡାମାଡ

ବରଗଡ ଅଫିସ, ୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ ଗସ୍ତକୁ ବିରୋଧ କରି କଂଗ୍ରେସ କର୍ମୀମାନେ ବିଭିନ୍ନ ସ୍ଥାନରେ ଅଣ୍ଡାମାଡ କରିଥିବା ସୂଚନା ମିଳିଛି। ଶୁକ୍ରବାର ରାତିରେ ବରଗଡର ଗାନ୍ଧୀଛକରେ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡି ଉପରକୁ ଅଣ୍ଡାମାଡ କରିଥିବାବେଳେ ଶନିବାର ବିଜେପୁର ଯାଇଥିବା ବେଳେ ଏକାମ୍ର ଛକରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଗାଡି ଉପରକୁ ଅଣ୍ଡାମାଡ ହୋଇଛି। ଏଭଳି ଆଶଙ୍କା ଲାଗି ରହିଥିବା ଯୋଗୁଁ ବରଗଡ-ବିଜେପୁର ରାସ୍ତାରେ ପୋଲିସ ପଇଁତରା ମାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଦାମରୁ ୩୨୫ ବସ୍ତା ଧାନ ଜବତ

ଅନୁଗୋଳ ଅଫିସ,୪।୧: ଅନୁଗୋଳ ଜିଲା ଯୋଗାଣ ବିଭାଗ ସ୍କ୍ବାଡ୍‌ ଜଣେ ଧାନ ଦଲାଲଙ୍କୁ ଧରିବାରେ ସଫଳ ହୋଇଛି। ବଅଁରପାଳ ବ୍ଲକ ଫୁଲପଡ଼ା ଛକରେ ଥିବା ପଣ୍ଡପୁର...

ରାସ୍ତା ମରାମତି କଲେ ଯୁବଗୋଷ୍ଠୀ

ଭଦ୍ରକ ଅଫିସ, ୧।୬- ସରକାର ଗମନାଗମନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି। କିନ୍ତୁ ଦୀପ ତଳ ଅନ୍ଧାର ଭଳି ଭଦ୍ରକ ବ୍ଲକ ମୁଖ୍ୟାଳୟଠାରୁ ୫...

ଡିଏଫଓଙ୍କ କ୍ୱାର୍ଟର ମରାମତିରେ ଅର୍ଥ ଅପବ୍ୟୟ ଅଭିଯୋଗ: ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି

ନୟାଗଡ ଅଫିସ,୧୪।୯: ନୟାଗଡ଼ ଡିଏଫଓଙ୍କ କ୍ୱାର୍ଟର ମରାମତି ଓ ନୟାଗଡ଼ ରେଞ୍ଜରଙ୍କ ପୁରୁଣା କାର୍ଯ୍ୟାଳୟ ସଫେଇରେ ଅର୍ଥ ଅପବ୍ୟୟ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ହୋଇଛି।...

ରୋଗୀ ଆସିଲେ ରେଫର୍‌

ଅନୁଗୋଳ ଅଫିସ, ୧୪ା୧୦: ଜିଲାର ମୁଖ୍ୟ ଚିକିତ୍ସାଳୟ। ଉନ୍ନତ ଚିକିତ୍ସା ଆଶା ନେଇ ଦୈନିକ ଶତାଧିକ ରୋଗୀ ଦୂର ଦୂରାନ୍ତରୁ ଆସୁଛନ୍ତି। ପଡ଼ୋଶୀ ଜିଲାର ବହୁ...

ଟ୍ରକ୍‌ ମାଲିକଙ୍କ ସ୍ବାର୍ଥକୁ ଗୁରୁତ୍ୱ

ସୁନ୍ଦରଗଡ଼,୨୧।୯(ଡି.ଏନ.ଏ.):ସୁନ୍ଦରଗଡ଼ ଅର୍ଥନୀତିରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରେ କୋଇଲା ପରିବହନ। ସୁନ୍ଦରଗଡ ଜିଲା ହେମଗିରି ବ୍ଲକସ୍ଥିତ ବସୁନ୍ଧରା ଅଞ୍ଚଳରେ ଥିବା ଖଣି ଏସିଆ ମହାଦେଶର...

ବର୍ଷା ବିତ୍ପାତ : ସ୍କୁଲ ଛୁଟି ; ବିଳମ୍ବ ନିଷ୍ପତ୍ତି ଯୋଗୁ ହଇରାଣ

ବ୍ରହ୍ମପୁର ଅଫିସ୍‌,୨୬ା୯-ଓଡ଼ିଶା ଉପକୂଳରେ ସୃଷ୍ଟ ପୂର୍ଣ୍ଣିବଳୟ ପ୍ରଭାବରେ ଗତ ୩ ଦିନ ହେଲା ବର୍ଷା ଲାଗି ରହିଛି । ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗଞ୍ଜାମ...

ରେଳଧାରଣାରେ କଟି ଦାଦନ ମୃତ : ପରିବାରକୁ ସହାୟତାର ହାତ ବଢ଼ାଇଲା ଜିଲା ପ୍ରଶାସନ

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ କସାବାହିର ଦିବାକର ହରିଜନ (୩୫) ଅଗଷ୍ଟ ୩ ତାରିଖ ଦାଦନ ଘଟିବାକୁ ଟ୍ରେନ ଯୋଗେ ଗୁଜୁରାଟ ଯାଉଥିଲେ।...

ଡମଶାଳ କୂଳରେ ଜଙ୍ଗଲ କାଟି ଘର ନିର୍ମାଣ

କାଳିଆପାଣି,୨୫।୪: (ଡି.ଏନ.ଏ.) ବନ ବିଭାଗର ନିଷ୍କ୍ରିୟତା ପାଇଁ ସୁକିନ୍ଦା ବନାଞ୍ଚଳ ଏବେ ଧ୍ୱଂସ ହେବାରେ ଲାଗିଛି । ଖଣି ପାଇଁ ଘଞ୍ଚ ଜଙ୍ଗଲରେ ପୂର୍ଣ୍ଣ ମହାଗିରି...

Advertisement
Archives

Model This Week