Posted inଜାତୀୟ

ମୁଁ ହିଁ ଦଳର ସ୍ଥାୟୀ ଅଧ୍ୟକ୍ଷ: ଅସନ୍ତୁଷ୍ଟଙ୍କୁ ସୋନିଆଙ୍କ ଉତ୍ତର

ନୂଆଦିଲ୍ଲୀ,୧୬ ।୧୦: କଂଗ୍ରେସ ଦଳରେ ସ୍ଥାୟୀ ଅଧ୍ୟକ୍ଷ ପଦକୁ ନେଇ ଚାଲିଥିବା ଆଲୋଚନା ସମାଲୋଚନା ଉପରେ ଫୁଲଷ୍ଟପ ଲଗାଇଛନ୍ତି ବର୍ତ୍ତମାନର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ଶବିବାର କଂଗ୍ରେସ ୱାର୍କିଂ କମିଟି(ସିଡବ୍ଲୁସି)ର ବୈଠକରେ ସୋନିଆ ସ୍ପଷ୍ଟ କରିଛନ୍ତି କି ସେ ହିଁ କଂଗ୍ରେସର ସ୍ଥାୟୀ ଅଧ୍ୟକ୍ଷା । ସେ କହିଛନ୍ତି ସମସ୍ତ କଥାକୁ ମୁଁ ଗମ୍ଭିରତାର ସହ ଶୁଣିଛି ଓ ଏହାର ସମାଧାନ କରିଛି । ତେଣୁ ଗଣମାଧ୍ୟମ ଜରିଆରେ ଏସବୁ କହିବାର କିଛି ଆବଶ୍ୟକତା ନାହିଁ । ଅସନ୍ତୁଷ୍ଟ ନେତାଙ୍କୁ ଏହା ସୋନିଆଙ୍କର ସିଧାସଳଖ ଉତ୍ତର ବୋଲି କୁହାଯାଉଛି । ସୋନିଆ କହିଛନ୍ତି ଦଳରେ ଯୁବକଙ୍କ ଅଂଶଗ୍ରହଣ ସଂଖ୍ୟା ବଢିଛି । ତାହା କୃଷକ ମୁଦ୍ଦା ହେଉ ଅବା ମହାମାରୀ ସମୟରେ ସହାୟତା ଯୋଗାଇଦେବା ପୁଣି ଯୁବ ଓ ମହିଳାଙ୍କ ସମସ୍ୟା । ଲଖିମପୁର ହିଂସା ଘଟଣାକୁ ନେଇ ସୋନିଆ କହିଛନ୍ତି ଏହି ଘଟଣା ଭାରତୀୟ ଜନତା ପାର୍ଟି(ଭାଜପା)ର ମାନସିକତାକୁ ଦର୍ଶାଉଛି ବୋଲି ସୋନିଆ କହିଛନ୍ତି । ସୂଚନାଯୋଗ୍ୟ, ୫ ରାଜ୍ୟର ବିଧାନସଭା ନିର୍ବାଚନ ପୂର୍ବରୁ ସିଡବ୍ଲୁସି ମିଟିଂ ହୋଇଛି । ଏଥିରେ ସୋନିଆଙ୍କ ସମେତ ରାହୁଲ ଗାନ୍ଧୀ, ଅଶୋକ ଗେହଲଟ, ଆନନ୍ଦ ଶର୍ମା ଆଦି ୫୨ ବରିଷ୍ଠ ନେତା ଯୋଗ ଦେଇ ଦେଶରେ ଏବେକାର ରାଜନୈକ ସ୍ଥିତି, ଆଗାମୀ ବିଧରନସଭା ନିର୍ବାଚନକୁ ନେଇ ଚର୍ଚ୍ଚା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri