Posted inଜାତୀୟ

ଶନିବାର ବସିବ କଂଗ୍ରେସର ପ୍ରଥମ ସିଡବ୍ଲୁସିି ବୈଠକ

ନୂଆଦିଲ୍ଲୀ,୧୫।୯: କଂଗ୍ରେସର ନୂତନ କାର୍ଯ୍ୟ କମିଟି (ସିଡବ୍ଲୁସି)ର ପ୍ରଥମ ବୈଠକ ଶନିବାର ଅନୁଷ୍ଠିତ ହେବ। ଯେଉଁଥିରେ ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ରଣନୀତି, ବିରୋଧୀ ମେଣ୍ଟ ଏବଂ ଆଗାମୀ ବିଧାନସଭା ନିର୍ବାଚନ ପ୍ରସ୍ତୁତି ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା ହେବ।

ଅଗଷ୍ଟ ୨୦ରେ କଂଗ୍ରେସ ଏହାର କାର୍ଯ୍ୟ କମିଟିର ପୁନର୍ଗଠନ କରିଥିଲା, ଯେଉଁଥିରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସହ ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମେତ ବହୁ ବରିଷ୍ଠ ନେତା ମଧ୍ୟ ସାମିଲ ହୋଇଥିଲେ। କାର୍ଯ୍ୟ କମିଟିରେ ୩୯ ଜଣ ସଦସ୍ୟ, ୩୨ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ଏବଂ ୧୩ ଜଣ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କୁ ସାମିଲ କରାଯାଇଛି। ସଚିନ ପାଇଲଟ ଏବଂ ଶଶି ଥରୁରଙ୍କ ପରି ନେତାମାନେ ପ୍ରଥମ ଥର ପାଇଁ ଏହି  କମିଟିରେ ସ୍ଥାନ ପାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri