Posted inଜାତୀୟ

୨୨ରେ କଂଗ୍ରେସ କାର୍ଯ୍ୟକାରୀ କମିଟିର ବୈଠକ

ନୂଆଦିଲ୍ଲୀ,୨୦।୧: ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡ୍‌ବ୍ଲ୍ୟୁସି)ର ବୈଠକ । ଏହି ବୈଠକରେ ଦଳର ସାଂଗଠନିକ ନିର୍ବାଚନ ଲାଗି ନିର୍ଦ୍ଧାରଣ ହେବ ତାରିଖ। ସଂସଦରେ ବଜେଟ୍‌ ଅଧିବେସନର ଏକ ସପ୍ତାହ ପୂର୍ବରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବାକୁ ଥିବା ବୈଠକରେ କଂଗ୍ରେସ କେଉଁ କେଉଁ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବ, ସେ ବିଷୟରେ ଆଲୋଚନା ହେବ ବୋଲି ଆଶା କରାଯାଉଛି। ବୈଠକରେ କୃଷକଙ୍କ ଆନ୍ଦୋଳନ ଓ ଲିକ୍‌ ହୋଇଥିବା ହ୍ବାଟ୍ସଆପ୍‌ ଚଟ୍‌ ଉପରେ ମଧ୍ୟ ଆଲୋଚନା କରାଯିବ।

କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ ଅଧିକାରୀ ଅସ୍ଥାୟୀ ସଭାପତି ସୋନିଆ ଗାନ୍ଧୀଙ୍କ ନିକଟରେ ନିର୍ବାଚନ ଲାଗି ପ୍ରସ୍ତୁତ ଥିବା ନୋଟ ଦାଖଲ କରିଛନ୍ତି। ଏହାପରେ ସିଡ୍‌ବ୍ଲ୍ୟୁସି ବୈଠକ ଡାକରା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?