Posted inଜାତୀୟ

ଡିଲିଟ୍‌ ହୋଇଗଲା କଂଗ୍ରେସର ୟୁଟ୍ୟୁବ ଚ୍ୟାନେଲ

ନୂଆଦିଲ୍ଲୀ,୨୪।୮: କଂଗ୍ରେସ ଦଳର ୟୁଟ୍ୟୁବ ଚ୍ୟାନେଲକୁ ଡିଲିଟ କରାଯାଇଛି। ଦଳ ପକ୍ଷରୁ ଟୁଇଟର୍‌ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ଏହାକୁ ରିଷ୍ଟୋର କରିବାକୁ କଂଗ୍ରେସ ଉଭୟ ୟୁଟ୍ୟୁବ ଏବଂ ଗୁଗଲ ସହିତ ଯୋଗାଯୋଗ କରିଛି। କଂଗ୍ରେସ ପକ୍ଷରୁ କରାଯାଇଥିବା କୁହାଯାଇଛି ଯେ, ଆମର ୟୁଟ୍ୟୁବ ଚ୍ୟାନେଲ ‘ଇଣ୍ଡିଆନ ନ୍ୟାଶନାଲ କଂଗ୍ରେସ’କୁ ଡିଲିଟ କରାଯାଇଛି। ଆମେ ଏହାକୁ ରିଷ୍ଟୋର କରିବାକୁ ଚେଷ୍ଟା କରୁଛୁ। ଏବେ ୟୁଟ୍ୟୁବ-ଗୁଗଲ ଦଳ ସହିତ କଥାବାର୍ତ୍ତା ଚାଲିଛି। ଏହା କିପରି ଘଟିଲା ଅନୁସନ୍ଧାନ କରାଯାଉଛି।
ବାସ୍ତବରେ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ସେପ୍ଟେମ୍ବର ୭ରୁ ଆରମ୍ଭ ହେବାକୁ ଯାଉଛି। ରାହୁଲ ଗାନ୍ଧୀ ଏହାର ନେତୃତ୍ୱ ନେବେ। ଭାରତ ଯୋଡୋ ଯାତ୍ରା ତାମିଲନାଡୁର କନ୍ୟାକୁମାରୀରୁ ଆରମ୍ଭ ହେବ। ଜମ୍ମୁ କଶ୍ମୀରରେ ୧୨ଟି ରାଜ୍ୟ ଦେଇ ଏହା ସମ୍ପୂର୍ଣ୍ଣ ହେବ। ଏହି ଯାତ୍ରାରେ କଂଗ୍ରେସ ପତାକା ବଦଳରେ ତ୍ରିରଙ୍ଗା ଦେଖିବାକୁ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri