ଆମେରିକାରେ‘ଆଜାଦି କା ଅମୃତ ମହୋତ୍ସବ’

ଓ୍ବାଶିଂଟନ,୧୪।୫: ଭାରତ ସ୍ବାଧୀନତାର ୭୫ତମ ବାର୍ଷିକୀ ପାଳନ ଆମେରିକା କ୍ୟାପିଟୋଲରେ ଆରମ୍ଭ ହୋଇଛି। ବହୁସଂଖ୍ୟାରେ ଆମେରିକା କଂଗ୍ରେସ ସଦସ୍ୟ ଓ ଭାରତୀୟ ଆମେରିକୀୟ ଏଥିରେ ଯୋଗଦେଇଥିଲେ। ଭାରତ ସ୍ବାଧୀନତାର ୭୫ତମ ବାର୍ଷିକୀକୁ ସ୍ମରଣୀୟ କରିବା ପାଇଁ ଦେଶର ବିଭିନ୍ନ ସ୍ଥାନରେ ଉତ୍ସବ ପାଳନ କରାଯିବ ବୋଲି ସେମାନେ ଘୋଷଣା କରିଥିଲେ। ଅନ୍ୟ ଭାରତୀୟ ଆମେରିକୀୟଙ୍କୁ ଆମେରିକା କଂଗ୍ରେସ ଓ ଅନ୍ୟ ସଂସ୍ଥାକୁ ନିର୍ବାଚିତ କରିବା ଲାଗି କଂଗ୍ରେସ ସଦସ୍ୟ ରାଜା କ୍ରିଷ୍ଣମୂର୍ତ୍ତି ଆହ୍ବାନ ଦେଇଥିଲେ। ନ୍ୟୁୟର୍କ, ନ୍ୟୁଜର୍ସି ଓ ନ୍ୟୁ ଇଂଲଣ୍ଡର ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଆସୋସିଏଶନ ପକ୍ଷରୁ କ୍ୟାପିଟୋଲରେ ଆୟୋଜିତ ଏହି ଉତ୍ସବରେ ପ୍ରାୟ ୨୦ ଜଣ କଂଗ୍ରେସ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ ଧରଣର ଆତଙ୍କବାଦୀ ଆକ୍ରମଣ: ୭ ମୃତ

ଭିଏନା, ୩।୧୧: ଅଷ୍ଟ୍ରିଆର ଭିଏନା ସହରର ବିଭିନ୍ନ ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ଜଣେ ଆତଙ୍କବାଦୀଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି।...

ଆମେରିକା-ରୁଷିଆ: ସ୍ଥଳ ଭାଗରେ ପରମ ଶତ୍ରୁ, ମହାକାଶରେ ଉତ୍ତମ ବନ୍ଧୁ…

ଓ୍ବାଶିଂଟନ/ମସ୍କୋ,୨୭।୨ : ଦଶନ୍ଧି ଧରି ଆମେରିକା ଏବଂ ରୁଷିଆ ସ୍ଥଳ ଭାଗରେ ପରସ୍ପରର ପରମ ଶତ୍ରୁ ହୋଇଥାଇ ପାରନ୍ତି, କିନ୍ତୁ ମହାକାଶରେ ତାହା ନୁହେଁ। ରୁଷି...

୪ ମିନିଟରେ ମିଳିବ କରୋନା ରିପୋର୍ଟ

ବେଜିଂ,୯।୨: କରୋନା ମହାମାରୀରୁ ବିଶ୍ୱ କେବେ ମୁକୁଳିବ ସେନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ନାହିଁ। ଏନେଇ ବିଶ୍ୱ ଏହା ଏକ ଦୀର୍ଘସ୍ଥାୟୀ ସମସ୍ୟା ଭାବି ଏହାର...

ତୁର୍କୀ ଭଳି ବିନାଶ ପୃଥିବୀର ଅନ୍ୟ ଅଞ୍ଚଳରେ ମଧ୍ୟ ହେବ: ଡଚ ଭୂକମ୍ପ ବିଶେଷଜ୍ଞ…

କାଏରୋ,୧୩।୨ : ଡଚ ଭୂକମ୍ପ ବିଶେଷଜ୍ଞ ତଥା ବୈ ଜ୍ଞାନିକ ଫ୍ରାଙ୍କ ହୋଗର୍ବେଟ୍ସଙ୍କ ମନ୍ତବ୍ୟ ପୁଣିଥରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛି। ତୁର୍କୀରେ ଭୂକମ୍ପ ହେବାର କିଛି...

ରାଷ୍ଟ୍ରପତି ନିର୍ବାଚନରେ ବିଜୟଲାଭ କଲେ ଅଶରଫ

କାବୁଲ,୨୨।୧୨: ନିକଟରେ ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଏବେ ଏହାର ଫଳାଫଳ ସାମ୍ନାକୁ ଆସିଛି। ଏଥିରେ ପୁଣିଥରେ ରାଷ୍ଟ୍ରପତି ଆସନ କବ୍‌ଜା କରିଛନ୍ତି...

ଶ୍ରୀଲଙ୍କାରୁ ହଟିଲା ଜରୁରିକାଳୀନ ପରିସ୍ଥିତି

କଲମ୍ବୋ,୨୧।୫: ପ୍ରାୟ ଦୁଇ ସପ୍ତାହ ପରେ ଶ୍ରୀଲଙ୍କା ସରକାର ଜରୁରିକାଳୀନ ପରିସ୍ଥିତିକୁ ହଟାଇ ଦେଇଛନ୍ତି। ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେ ଏଭଳି ଏକ ନିଷ୍ପତ୍ତି ନେଇ ଦେଶବାସୀଙ୍କୁ...

ଦହି କିଣିବା ପାଇଁ ରାସ୍ତା ମଝିରେ ଟ୍ରେନ୍‌ ଅଟକାଇଦେଲେ ଚାଳକ, ଆଉ ତା’ ପରେ…

ଇସଲାମାବାଦ,୯ା୧୨: ପାକିସ୍ତାନରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏକ ପାସେଞ୍ଜର ଟ୍ରେନ୍‌ ଚାଳକଙ୍କ ଅଦ୍ଭୁତ କାର୍ଯ୍ୟ ପାଇଁ ଚର୍ଚ୍ଚାରେ ରହିଛି। ଏହି ଚାଳକ ଜଣକ...

ଭୂକମ୍ପରେ ଥରିଲା ଆଲାସ୍କା

ଓ୍ବାଶିଂଟନ୍‌,୨୨।୭: ଆମେରିକା ଆଲାସ୍କାରେ ବୁଧବାର ଏକ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୭.୮ ରହିଥିଲା। ଆଙ୍କରେଜ୍‌ର ଦକ୍ଷିଣପଶ୍ଚିମରୁ ୫୦୦ମାଇଲ...

Advertisement
Archives

Model This Week