ଆମେରିକାରେ‘ଆଜାଦି କା ଅମୃତ ମହୋତ୍ସବ’

ଓ୍ବାଶିଂଟନ,୧୪।୫: ଭାରତ ସ୍ବାଧୀନତାର ୭୫ତମ ବାର୍ଷିକୀ ପାଳନ ଆମେରିକା କ୍ୟାପିଟୋଲରେ ଆରମ୍ଭ ହୋଇଛି। ବହୁସଂଖ୍ୟାରେ ଆମେରିକା କଂଗ୍ରେସ ସଦସ୍ୟ ଓ ଭାରତୀୟ ଆମେରିକୀୟ ଏଥିରେ ଯୋଗଦେଇଥିଲେ। ଭାରତ ସ୍ବାଧୀନତାର ୭୫ତମ ବାର୍ଷିକୀକୁ ସ୍ମରଣୀୟ କରିବା ପାଇଁ ଦେଶର ବିଭିନ୍ନ ସ୍ଥାନରେ ଉତ୍ସବ ପାଳନ କରାଯିବ ବୋଲି ସେମାନେ ଘୋଷଣା କରିଥିଲେ। ଅନ୍ୟ ଭାରତୀୟ ଆମେରିକୀୟଙ୍କୁ ଆମେରିକା କଂଗ୍ରେସ ଓ ଅନ୍ୟ ସଂସ୍ଥାକୁ ନିର୍ବାଚିତ କରିବା ଲାଗି କଂଗ୍ରେସ ସଦସ୍ୟ ରାଜା କ୍ରିଷ୍ଣମୂର୍ତ୍ତି ଆହ୍ବାନ ଦେଇଥିଲେ। ନ୍ୟୁୟର୍କ, ନ୍ୟୁଜର୍ସି ଓ ନ୍ୟୁ ଇଂଲଣ୍ଡର ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଆସୋସିଏଶନ ପକ୍ଷରୁ କ୍ୟାପିଟୋଲରେ ଆୟୋଜିତ ଏହି ଉତ୍ସବରେ ପ୍ରାୟ ୨୦ ଜଣ କଂଗ୍ରେସ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲିଙ୍କୁ କାରଣ ଦର୍ଶାଅ ନୋଟିସ

କାଠମାଣ୍ଡୁ, ୨୬।୧୨ : ନେପାଳ ସୁପ୍ରିମକୋର୍ଟ ଶୁକ୍ରବାର ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଅଚାନକ ପାର୍ଲାମେଣ୍ଟ ଭଙ୍ଗ ପାଇଁ...

ହାର୍ଟ ଆଟାକ୍‌ ଆଶଙ୍କା ବି କମାଏ ଅଗରବତୀ…

ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଆଣିଥାଏ ଶାନ୍ତି ଆଉ ଏଥିଯୋଗୁ ପରିବେଶରେ...

ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା...

ମୋବାଇଲ୍‌ ଲାଇଟ୍‌ରେ ବ୍ରେନ୍‌ ଅପରେଶନ୍‌ କଲେ ଡାକ୍ତର

ସେନ୍‌ ମେଗୁଏଲ୍‌,୩୦।୧: ଚିଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ହସ୍ପିଟାଲରେ ଜଣେ ଲୋକଙ୍କ ବ୍ରେନ୍‌ ଅପରେଶନ୍‌ ସମୟରେ ପାଓ୍ବାର କଟ୍‌ ହେବାରୁ ଡାକ୍ତରୀ ଦଳ...

ମଦିନାରେ ବସ୍‌ ଦୁର୍ଘଟଣା:ଜଣେ ଭାରତୀୟଙ୍କ ସମେତ ୩୫ ମୃତ

ରିୟାଧ,୧୮-୧୦(ଏଏଫ୍‌ପି):ସୌଦି ଆରବର ମଦିନା ସହରରେ ସଡ଼କ ଦୁର୍ଘଟଣାରେ ୩୫ ବିଦେଶୀ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଭାରତୀୟ ଅଛନ୍ତି। ତାଙ୍କ ସ୍ତ୍ରୀ ମଧ୍ୟ ଆହତ...

ତୁର୍କୀ, ଗ୍ରୀସ୍‌ରେ ଭୂକମ୍ପ ପରେ ସୁନାମି

ଇସ୍ତାନବୁଲ/ଏଥେନ୍ସ,୩୧।୧୦: ଗ୍ରୀସ୍‌ ଓ ତୁର୍କୀରେ ଶୁକ୍ରବାର ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ଆହତ ହୋଇଛନ୍ତି।...

୨୦ ବର୍ଷ, ୨ହଜାରୁ ଊର୍ଦ୍ଧ୍ୱ ସେନାଙ୍କୁ ହରାଇବା ପରେ ସରିଲା ଆମେରିକାର ଅଭିଯାନ

ୱାଶିଂଟନ,୩୧ ।୮: ଆତଙ୍କବାଦ ବିରୋଧରେ ୨୦ ବର୍ଷ ଧରି ଆମେରିକା ଚଳାଇଥିବା ଅଭିଯାନ ଶେଷ ହୋଇଛି । ଅନ୍ୟ ଦେଶରେ ଚାଲିଥିବା ଏଡି ଅଭିଯାନ ଯେତିକି...

ଆମେରିକାକୁ କାଳ ଅସିଦ୍ଧ ପରୀକ୍ଷା

ଓ୍ବାଶିଂଟନ,୧୯।୪: କରୋନା ଭାଇରସ୍‌ ବିଶ୍ୱକୁ ଗ୍ରାସକରି ଚାଲିଥିବା ବେଳେ ଆମେରିକା ଏଥିରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ସର୍ବାଧିକ ଭୂତାଣୁ ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା ଏଠାରେ ଦେଖିବାକୁ...

Advertisement
Archives

Model This Week