Posted inଜାତୀୟ

କନ୍ୟାକୁମାରୀରୁ କଂଗ୍ରେସର ‘ଭାରତ ଯୋଡ ଯାତ୍ରା’ ଆରମ୍ଭ

ଚେନ୍ନାଇ,୭।୯: ତାମିଲନାଡୁର କନ୍ୟାକୁମାରୀରୁ କଂଗ୍ରେସର ଉଚ୍ଚାଭିଳାଷୀ ଯାତ୍ରା ‘ଭାରତ ଯୋଡ ଯାତ୍ରା’ ଆରମ୍ଭ ହୋଇଛି। ୩୫୭୦ କିଲୋମିଟରର ଏହି ଦୀର୍ଘ ଯାତ୍ରା ପାଞ୍ଚ ମାସ ମଧ୍ୟରେ ୧୨ଟି ରାଜ୍ୟ ଦେଇ ଗତି କରିବ। ରାହୁଲ ଗାନ୍ଧୀଙ୍କ ସହ କଂଗ୍ରେସର ଅନେକ ବରିଷ୍ଠ ନେତା ଏହି ଯାତ୍ରାରେ ଭାଗ ନେଉଛନ୍ତି। ଯାତ୍ରା ଆରମ୍ଭ କରିବା ପୂର୍ବରୁ ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଶହୀଦ ସ୍ମାରକୀରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଗସ୍ତ ସମୟରେ ରାହୁଲ ଗାନ୍ଧୀଙ୍କ ସହ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ଯୋଗ ଦେଇଥିଲେ।
ଯୋଜନା ଅନୁଯାୟୀ, ଏହି ପଦଯାତ୍ରା ଦୁଇଟି ସିଫ୍ଟରେ ଚାଲିବ। ଏହି ଯାତ୍ରା ପ୍ରଥମ ସିଫ୍ଟରେ ସକାଳ ୧୦.୩୦ରେ ଏବଂ ଅପରାହ୍ନ ୩.୩୦ରେ ଆରମ୍ଭ ହେବ। ପ୍ରତିଦିନ ୨୨ ରୁ ୨୩ କିଲୋମିଟର ଦୂରତା ଅତିକ୍ରମ କରିବାର କାର୍ଯ୍ୟକ୍ରମ ରହିଛି। ବିଭିନ୍ନ ରାଜ୍ୟରୁ ପ୍ରତିନିଧିତ୍ୱ କରୁଥିବା ୧୧୭ କଂଗ୍ରେସ ନେତା ଏହି ଯାତ୍ରାରେ ଅଂଶଗ୍ରହଣ କରିବେ। କଂଗ୍ରେସ କର୍ମୀମାନେ ମଧ୍ୟ ସେଠାରେ ପଦଯାତ୍ରା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri