Posted inଜାତୀୟ

ପରାଜୟ ପରେ ଇଣ୍ଡିଆ ମେଣ୍ଟର ପରାମର୍ଶ, ଓ୍ବାଏନାଡ ଛାଡି ଆମେଠିରୁ ଲଢନ୍ତୁ ରାହୁଲ

ନୂଆଦିଲ୍ଲୀ,୫।୧୨: ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡରେ କଂଗ୍ରେସ ଧରାଶାୟୀ ହେବା ପରେ ଏବେ କଂଗ୍ରେସର ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିବାରେ ଲାଗିଛି। ବିରୋଧୀ ମେଣ୍ଟ ଇଣ୍ଡିଆର ନେତା ତଥା ଏମପି ରାହୁଲ ଗାନ୍ଧୀଙ୍କୁ ଓ୍ବାଏନାଡରୁ ଆଗାମୀ ଲୋକସଭା ନିର୍ବାଚନ ନ ଲଢିବାକୁ ପରାମର୍ଶ ଦିଆଯାଇଛି। ତାଙ୍କୁ ଓ୍ବାଏନାଡ ପରିବର୍ତ୍ତେ ଉତ୍ତର ଭାରତରୁ ଲଢିବାକୁ ପରାମର୍ଶ ଦିଆଯାଇଛି। ୨୦୧୯ ଲୋକସଭା ନିର୍ବାଚନରେ ରାହୁଲ କଂଗ୍ରେସର ଗଡ କୁହାଯାଉଥିବା ଉତ୍ତର ପ୍ରଦେଶର ଆମେଠିରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ।

ଇଣ୍ଡିଆ ମେଣ୍ଟରେ ସାମିଲ ହୋଇଥିବା ସିପିଏମର ବରିଷ୍ଠ ନେତା ଏମବି ଗୋବିନ୍ଦନ କଂଗ୍ରେସର କେରଳରେ ଲଢିବାକୁ ଥିବା ନିଷ୍ପତ୍ତି ଉପରେ ପ୍ରଶ୍ନ କରିଛି। ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସିପିଏମ ନେତା କହିଛନ୍ତି, କଂଗ୍ରେସର ଏପରି ପରାଜୟକୁ ନେଇ ଯେକେହି ବି କହିବ ଯେ, କଂଗ୍ରେସ ଆଗାମୀ ନିର୍ବାଚନ ଓ୍ବାଏନାଡରୁ ନ ଲଢୁ ।
କେରଳରେ ଭାଜପା ନାହିଁ। ରାହୁଲ ଭାଜପା ବିରୋଧରେ ନିର୍ବାଚନ ଳଢିବା ଉଚିତ। ଏଲଡିଏଫ ବିରୋଧରେ ନୁହେଁ। ଯଦି ରାହୁଲ ଏଲଡିଏଫ ବିରୋଧରେ ନିର୍ବାଚନ ଲଢନ୍ତି ତେବେ ଦୁନିଆକୁ ଏଇ ସନ୍ଦେଶ ଯିବ ଯେ ରାହୁଲ ଭାଜପା ବିରୋଧରେ ନୁହେଁ ବାମ ଦଳ ବିରୋଧରେ ଲଢୁଛନ୍ତି। ରାହୁଲଙ୍କୁ ଭାଜପାର ଗଡକୁ ଯାଇ ନିର୍ବାଚନ ଲଢିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri