Posted inଜାତୀୟ

‘୨୦୨୪ରେ କଂଗ୍ରେସ ଜିତିବ, ମୋତେ ଦେଖାଯାଉନି’

ନୂଆଦିଲ୍ଲୀ,୨।୧୨: ୨୦୨୪ ନିର୍ବାଚନରେ କଂଗ୍ରେସର ବିଜୟ ମୋତେ ଦେଖାଯାଉନାହିଁ। କେନ୍ଦ୍ରୀୟ ନେତୃତ୍ୱ ପାଇଁ କଂଗ୍ରେସରେ ଆନ୍ତଃ କନ୍ଦଳ ଚାଲିଥିବା ବେଳେ ଏଭଳି ମତ ଦେଇଛନ୍ତି ବରିଷ୍ଠ ନେତା ଗୁଲାମ ନବୀ ଆଜାଦ।

ଜମ୍ମୁ-କଶ୍ମୀରରେ ବୁଧବାର ପୁଞ୍ଚରେ ଏକ ରାଲିକୁ ସମ୍ବୋଧନ ଦେଇ ପୂର୍ବତନ ମୁଖ୍ୟମନ୍ତ୍ରୀ କହିଥିଲେ, ୩୭୦ ଧାରା ଉଚ୍ଛେଦ ଘଟଣା ଏବେ କୋର୍ଟରେ। ମୁଁ ଲୋକଙ୍କୁ ଖୁସି କରିବା ପାଇଁ ଆମ ହାତରେ ନ ଥିବା ବିଷୟରେ କିଛି କହିପାରିବି ନାହିଁ। ମୁଁ ଆପଣଙ୍କୁ ଜହ୍ନ, ତାରା ପ୍ରତିଶ୍ରୁତି ଦେଇପାରିବ ନାହିଁ। କୋର୍ଟଙ୍କ ଛଡ଼ା ଯଦି କିଏ କିଛି କରିପାରିବ, ତେବେ ତାହା ବର୍ତ୍ତମାନ ସରକାର। ଏଥି ଲାଗି ସେମାନେ ହିଁ ଦାୟୀ। ଆମ ପାଖରେ ୩୦୦ ଏମ୍‌ପି କମ ଅଛନ୍ତି। ୨୦୨୪ରେ ଯଦି କଂଗ୍ରେସ ଜିତେ, ତେବେ ଆମେ କିଛି କରିପାରିବୁ। କିନ୍ତୁ ବର୍ତ୍ତମାନ ସେଭଳି କିଛି ମୁଁ ଦେଖିପାରୁ ନାହିଁ। ଏଣୁ ମୁଁ ଆପଣଙ୍କୁ ମିଛ ପ୍ରତିଶ୍ରୁତି ଦେବି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri