Posted inବୌଦ୍ଧ

ବୌଦ୍ଧରେ କଂଗ୍ରେସର ‘ହାତ୍‌ ସେ ହାତ୍‌ ଯୋଡ଼ୋ’ କାର୍ଯ୍ୟକ୍ରମ

ବୌଦ୍ଧ,୧୧ା୨(ସ୍ବ.ପ୍ର.): ବୌଦ୍ଧ ଜିଲା କଂଗ୍ରେସ କମିଟି ପକ୍ଷରୁ ପଞ୍ଚାୟତସ୍ତରରେ ‘ହାତ୍‌ ସେ ହାତ୍‌ ଯୋଡ଼ୋ’ କାର୍ଯ୍ୟକମ ଶନିବାର ଆରମ୍ଭ ହୋଇଛି। ଜିଲା କଂଗ୍ରେସ କମିିଟି ସଭାପତି ନବ କୁମାର ମିଶ୍ରଙ୍କ ନେତୃତ୍ୱରେ କଣ୍ଟାମାଳ ବ୍ଲକର ଆମ୍ବଗାଁ ଓ ହରଭଙ୍ଗା ବ୍ଲକର ବନ୍ଧାପଥରଠାରେ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମ ପ୍ରତ୍ୟେକ ପଞ୍ଚାୟତସ୍ତରରେ ଆସନ୍ତା ମାର୍ଚ୍ଚ ୩୦ ପର୍ଯ୍ୟନ୍ତ ଚାଲୁ ରହିବ। କଣ୍ଟାମାଳ ବ୍ଲକରେ ବରିଷ୍ଠ ନେତା ପ୍ରଶାନ୍ତ ସାହୁଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ବେଳେ ହରଭଙ୍ଗା ବ୍ଲକରେ ଜିଲା ସଂଯୋଜକ ଶାନ୍ତନୁ ମହାପାତ୍ରଙ୍କ ନେତୃତ୍ୱରେ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମରେ ହରଭଙ୍ଗା ବ୍ଲକ ସଭାପତି ପଙ୍କଜ କର୍ଣ୍ଣ, ରୋହିତାସ୍ବ ବେହେରା,ପଲସ୍ତି ପ୍ରଧାନ,ବେଣୁଧର ମେହେର,ତାରିଣୀ ଜେନା, ନାରାୟଣ ବେହେରା, ମଙ୍ଗଳୁ ମେହେର, ଅର୍ଜ୍ଜୁନ ମହାନନ୍ଦିଆ, ଅଭିଳାଷ ସ୍ବାଇଁ ପ୍ରମୁଖ ସାମିଲଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…

ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ​ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ ନିକଟରେ…

ପୋଷ୍ଟ ଅଫିସ୍‌ ଜମାଖାତାରୁ ଟଙ୍କା ଗାଏବ: ଫେରାଇବା ଦାବିରେ ଜମାକାରୀ…

ବୌଦ୍ଧ,୮ା୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସରସରା ଗ୍ରାମରେ ଥିବା ପୋଷ୍ଟ ଅଫିସରେ ଜମାଖାତାରୁ ଟଙ୍କା ଗାଏବ ହୋଇଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତ। ଅଭିଯୋଗ…

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ ଜିଲା…

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ…

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ ଜିଲାରେ…

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି ୪୦…

ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲା, ଶିକ୍ଷକଙ୍କୁ ୪ ବର୍ଷ ଜେଲ

ଫୁଲବାଣୀ/ବୌଦ୍ଧ, ୧୩ା୧୨(ରାକେଶ କୁମାର ରାଉତ/ଅଜିତ୍‌ କୁମାର ବାରିକ୍‌): ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ଆସିଥିବା ଅର୍ଥ ଆତ୍ମସାତ୍‌ ମାମଲାର ବିଚାର କରି ଶୁକ୍ରବାର ଫୁଲବାଣୀ ଭିଜିଲାନ୍ସ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri