କଂଗ୍ରେସର ମିଶ୍ରଣ ପର୍ବ: ଅନ୍ୟ ଦଳର ଶତାଧିକ କର୍ମୀ ସାମିଲ

ନୂଆପଡ଼ା,୧୦ା୧୦ (ମକାରୁ ବେମାଲ):ସ୍ଥାନୀୟ ପୋଲିସ ପଡିଆଠାରେ ଗୁରୁବାର କଂଗ୍ରେସର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ତେଲିପଡା ଛକରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ପୋଲିସ ପଡିଆ ସଭାସ୍ଥଳଠାରେ ପହଞ୍ଚତ୍ଥିଲା। ବିଧାୟକ ପ୍ରାର୍ଥୀ ଘାସିରାମ ମାଝିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ, କୋରାପୁଟ ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ଶଗରିଆ, କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜା, ନୂଆପଡା ଜିଲା ପର୍ଯ୍ୟବେକ୍ଷକ ମୁରଲିଧର ନାଏକ, କମଳ ଚରଣ ତାଣ୍ଡି, ଜିଲା ପରିଷଦ ସଭ୍ୟ ଭରତ ଲାଲ ରାଉତ, ବରିଷ୍ଠ ନେତା ଫକୀର ଜଗତ, ରାଜ୍ୟ କିଷାନ ମୋର୍ଚ୍ଚା ଉପସଭାପତି ମୃତ୍ୟୁଞ୍ଜୟ ଗୁରୁ, ଦେବଦତ୍ତ ଦୀକ୍ଷିତ ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ। ଏହି ଅବସରରେ ଅନ୍ୟ ଦଳର ଶତାଧିକ କର୍ମୀ କଂଗ୍ରେସରେ ଯୋଗ ଦେଇଥିଲେ। ତନ୍ମଧ୍ୟରେ ଗରିବସେନା ଜିଲା ଆବାହକ ରବି ମଙ୍ଗରାଜ, ବିଜେଡିର ସକ୍ରିୟ ସଦସ୍ୟ ପୂର୍ବତନ ନୂଆପଡା ଏନ୍‌ଏସି ଅଧ୍ୟକ୍ଷ ମହେଶ ନିଆଲ, ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ କାର୍ଯ୍ୟାଳୟରେ ଦୀର୍ଘ ୨୦ ବର୍ଷ କାର୍ଯ୍ୟ କରିଆସୁଥିବା ବରିଷ୍ଠ ସଦସ୍ୟ ରାମଲାଲ ହଂସ ଅନ୍ୟତମ। ଯୁବ ଗୋଷ୍ଠୀ ଦଳରେ ସାମିଲ ହେଉଥିବାରୁ ଉପ ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରି ବିଜୟଲାଭ କରିବ ବୋଲି ପିସିସି ସଭାପତି ଦାସ କହିଛନ୍ତି ା

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?