କଂଗ୍ରେସର ଓଡ଼ିଶା ବନ୍ଦ ଡାକରାରେ ଦାରିଙ୍ଗବାଡ଼ି ଠପ୍‌

ଦାରିଙ୍ଗବାଡ଼ି,୧୭ା୭(ଅରୁଣ ସାହୁ): ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ନ୍ୟାୟ ନମିଳିବା ଓ ସେ ନ୍ୟାୟ ଦାବି କରି ନିରାଶ ହେବା ପରେ ମହାବିଦ୍ୟାଳୟ ପରିସର ମଧ୍ୟରେ ଆତ୍ମାହୁତି ଦେବା ଘଟଣାରେ ସାରା ରାଜ୍ୟକୁ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ଶାଖା ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦେଖିବାକୁ ମିକିଛି। ବସ୍‌ ଚଳାଚଳ ବନ୍ଦ ରହିବା ସହ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଖୋଲା ରହିଛି। ଦାରିଙ୍ଗବାଡ଼ି କଂଗ୍ରେସ କମିଟି ସମସ୍ତ ସରକାରୀ କାର୍ଯ୍ୟାଳୟ ବୁଲି ବନ୍ଦ କରିବାକୁ ପିକେଟିଂ କରୁଥିବା ଜଣାପଡ଼ିଛି। ଦାରିଙ୍ଗବାଡ଼ିଠାରୁ ବ୍ରହ୍ମପୁର, ଫୁଲବାଣୀ, ଗଜପତି ଆଦି ଅଞ୍ଚଳକୁ ଗାଡ଼ି ଚଳାଚଳ ବନ୍ଦ ରହିବାରୁ ବହୁ ଯାତ୍ରୀ ହନ୍ତସନ୍ତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri