Posted inଜାତୀୟ

କଂଗ୍ରେସ ନେତା ଖୁର୍ସିଦଙ୍କ ଘର ପୋଡ଼ି ଦେଲେ

ନୂଆଦିଲ୍ଲୀ,୧୫।୧୧: ଅଯୋଧ୍ୟା ଉପରେ ପୁସ୍ତକ ଲେଖି ବିବାଦୀୟ ହୋଇପଡ଼ିଥିବା କଂଗ୍ରେସ ନେତା ସଲମାନ ଖୁର୍ସିଦଙ୍କ ନୈନିତାଲ ଘରେ ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଛନ୍ତି କିଛି ଦୁର୍ବୃତ୍ତ। ପୁସ୍ତକରେ ହିନ୍ଦୁତ୍ୱ ଓ ଆତଙ୍କବାଦୀ ସଂଗଠନକୁ ସମାନ ଦର୍ଶାଇଥିବା ବରିଷ୍ଠ କଂଗ୍ରେସ ନେତା ଫେସବୁକ୍‌ରେ ଘଟଣାର ଭିଡିଓ ଶେୟାର କରିଛନ୍ତି।

ଭିଡିଓରେ ଘରେ ନିଆଁ ଲାଗିଥିବା ବେଳେ ଦୁଇ ଜଣ ବ୍ୟକ୍ତି ନିଆଁ ଲିଭାଇବା ପାଇଁ ପାଣି ପକାଉ ଥିବା ଦେଖିବାକୁ ମିଳୁଛି। ଭିଡିଓ ସହ ଖୁର୍ସିଦ ଲେଖିଛନ୍ତି, ଏହାକୁ ହିନ୍ଦୁ ଧର୍ମ କୁହାଯାଏ ନାହିଁ କହିବା କ’ଣ ମୋର ଭୁଲ।

ଅଯୋଧ୍ୟା ଉପରେ ଆଧାରିତ ‘ସନରାଇଜର୍ସ ଓଭର ଅଯୋଧ୍ୟା: ନେଶନହୁଡି ଇନ ଆଓ୍ବାର ଟାଇମ୍ସ’ ପୁସ୍ତକ ଉନ୍ମୋଚନ ହେବା ପରଠାରୁ ବିବାଦରେ ଘେରି ହୋଇଯାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ। ଏହାକୁ କେନ୍ଦ୍ର କରି ଖୁର୍ସିଦଙ୍କୁ ଭାଜପାର ଠାରୁ ଆରମ୍ଭ କରି ତାଙ୍କ ଦଳର ନେତାଙ୍କ ଠାରୁ ମଧ୍ୟ ସମାଲୋଚିତ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri