କେନ୍ଦୁଝରରେ କଂଗ୍ରେସର ଭାରତଯୋଡ଼ ଯାତ୍ରା

କେନ୍ଦୁଝର,୧୫।୧୧(ସ୍ବ.ପ୍ର.): କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ଡାକରାରେ ଦେଶବ୍ୟାପୀ ଭାରତଯୋଡ଼ ଯାତ୍ରା ଚାଲିଛି। ଏହି ଅବସରରେ ଓଡ଼ିଶାରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଭାରତ ଯୋଡ଼ ଯାତ୍ରାକୁ ଗୁରୁତ୍ୱ ଦିଆଯାଉଛି।
ମଙ୍ଗଳବାର ଏହି ଯାତ୍ରା କେନ୍ଦୁଝର ଜିଲାରେ ଆରମ୍ଭ ହୋଇଛି। ଜିଲା ମୁଖ୍ୟାଳୟରେ ପିସିସି ସଭାପତିଙ୍କ ନେତୃତ୍ୱରେ ଆୟୋଜିତ ଏହି ଯାତ୍ରାରେ ଜିଲା ଓ ରାଜ୍ୟର ନେତା, କର୍ମୀ ଓ ସମର୍ଥକ ସାମିଲ ହୋଇଥିଲେ। ଏହାସହ କଂଗ୍ରେସ ସେବା ଦଳ ଏହି ଯାତ୍ରାରେ ସାମିଲ ହୋଇଛିି। କର୍ମୀମାନେ ପ୍ଲାକାର୍ଡ ଧରି, ସ୍ଲୋଗାନ ଦେଇ ସହର ପରିକ୍ରମା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri