Posted inଜାତୀୟ

ଠକ ସୁକେଶ ଚନ୍ଦ୍ରଶେଖରଙ୍କ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ଉପରକୁ ଆଉ ଏକ ଲେଟର ବମ, ଏବେ ପଲିଗ୍ରାଫ ଟେଷ୍ଟକୁ ଦେଲେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୨ ।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ଆଉ ଏକ ଲେଟର ବମ ସାମ୍ନାକୁ ଆସିଛି । ସୁକେଶ ତାଙ୍କ ଓକିଲ ଅଶୋକ ସିଂଙ୍କ ଜରିଆରେ ଏହାକୁ ଜାରି କରିଛନ୍ତି । ଏଥିରେ ସୁକେଶ ଚନ୍ଦ୍ରଶେଖର ପଲିଗ୍ରାଫ ଟେଷ୍ଟ କରିବାକୁ ଚ୍ୟାଲେଞ୍ଜ ଦେଇଛନ୍ତି ଆଉ କହିଛନ୍ତି ମୁଁ ସତ୍ୟେନ୍ଦ୍ର ଜୈନ ଓ କେଜରିୱାଲଙ୍କ ବିରୋଧରେ ଦେଇଥିବା ଅଭିଯୋଗ ଉପରେ ମୋର ପଲିଗ୍ରାଫ ଟେଷ୍ଟ କରିବା ସଜେଶନକୁ ସ୍ୱାଗତ କରୁଛି ।
ଏହାସହ ସୁକେଶ ମୁଖ୍ୟମନ୍ତ୍ରୀ କେଜରିୱାଲ ଓ ସତ୍ୟେନ୍ଦ୍ର ଜୈନଙ୍କୁ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଚ୍ୟାଲେଞ୍ଜ କରିଛନ୍ତି । ସେ କହିଛନ୍ତି ସେମାନେ ବି ଏଥିପାଇଁ କଂସେଂଟ ଦିଅନ୍ତୁ ଓ ଏକାଥରେ ୩ ଜଣଙ୍କ ଟେଷ୍ଟ କରାଯାଉ । ଲେଟରରେ ଆହୁରି ମଧ୍ୟ ସୁକେଶ କହିଛନ୍ତି ଏହି ଟେଷ୍ଟର ଲାଇଭ୍ ଟେଲିକାଷ୍ଟ କରାଯିବା ଉଚିତ, ତାହେଲେ କେଜରିୱାଲ ଓ ସତ୍ୟେନ୍ଦ୍ର ଜୈନଙ୍କ ସତ ଦେଶ ସାମ୍ନାରେ ଉଜାଗର ହେବ ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri